Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ପ୍ରାୟ ୧୧:୧୫ ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ବିଷୟବସ୍ତୁ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ।

ଏହି ବିଷୟବସ୍ତୁ ଅନ୍ତର୍ଗତ, ଆଠଟି ଭିନ୍ନ ଭିନ୍ନ ୱେବିନାର ଅଧିବେଶନ ଆୟୋଜନ କରାଯାଉଛି, ଯେଉଁଥିରେ ଚାରୋଟି ପ୍ରମୁଖ କ୍ଷେତ୍ରକୁ ସାମିଲ କରାଯାଛି: (୧) କୃଷି (୨) ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (୩) ମତ୍ସ୍ୟପାଳନ (୪) ଗ୍ରାମୀଣ ଜୀବିକା।

ଏହି ବଜେଟ୍ ପରବର୍ତ୍ତୀ ୱେବିନାରରେ କାଜୁ, ନଡ଼ିଆ, ଚନ୍ଦନ କାଠ, ଅଗର କାଠ, ବାଦାମ, ୱାଲନଟ୍ ଏବଂ ପାଇନ ନଟ୍ସ ଭଳି ଫସଲର କ୍ଷମତାକୁ ବିକଶିତ କରି ଉଚ୍ଚ-ମୂଲ୍ୟର କୃଷିକୁ ପ୍ରୋତ୍ସାହିତ କରିବା ଉପରେ ବିଶେଷ ଧ୍ୟାନ ଦିଆଯିବ। ଏହାଛଡା କୃଷି ପାଇଁ ଏଆଇ-ଚାଳିତ ଡିଜିଟାଲ ସାର୍ବଜନୀନ ଭିତ୍ତଭୂମି – ଭାରତ ଭିସ୍ତାର ଦ୍ୱାରା ପ୍ରଦାନ କରାଯାଇଥିବା ସୁଯୋଗ ଉପରେ ମଧ୍ୟ ଆଳୋଚନା କରାଯିବ। ଅଧିବେଶନଗୁଡିକରେ ପଶୁପାଳନ ମୂଲ୍ୟ ଶୃଙ୍ଖଳାରେ ଘରୋଇ କ୍ଷେତ୍ରର ନିବେଶ ଏବଂ ଔଦ୍ୟୋଗିକତା; ମତ୍ସ୍ୟପାଳନ ପାଇଁ ଜଳଭଣ୍ଡାର ଏବଂ ଅମୃତ ସରୋବରର ସମନ୍ୱିତ ବିକାଶ; ଉପକୂଳ ମତ୍ସ୍ୟପାଳନ ମୂଲ୍ୟ ଶୃଙ୍ଖଳାକୁ ସୁଦୃଢ଼ କରିବା ଏବଂ ଗ୍ରାମୀଣ ପରିବର୍ତ୍ତନ ପାଇଁ ସ୍ୱୟଂ ସହାୟକ ଉଦ୍ୟୋଗୀ-ବିପଣନ ସୁଯୋଗ (ସି-ମାର୍ଟସ୍‌) ମାଧ୍ୟମରେ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ ଉତ୍ପାଦ ନିମନ୍ତେ ବଜାର ପ୍ରବେଶ ବିସ୍ତାର କରିବା ଉପରେ ମଧ୍ୟ ଆଲୋଚନା କରାଯିବ।

କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ନରେନ୍ଦ୍ର ମୋଦୀ ବଜେଟ୍‍ ପରବର୍ତ୍ତୀ ୱେବିନାର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

“ସଂଖ୍ୟାଗୁଡ଼ିକ ଚିନ୍ତାଜନକ”: SIR ଉପରେ ପ୍ରଶ୍ନ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

August 25, 2026

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026
Latest News

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026

ବିସ୍ଥାପିତଙ୍କ ପୁନର୍ବାସ ଅନୁଦାନ ବଢ଼ିଲା: ୨୦୨୬-୨୮ ପାଇଁ ନୂଆ ହାର ଘୋଷଣା

August 25, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.