Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ
ଜାତୀୟ ଖବର

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ
ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

ଭୁବନେଶ୍ବର: ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ବର ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା,ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଧାୟକ ବାବୁ ସିଂ, ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ପ୍ରମୁଖ ବିମାନ ବନ୍ଦରରେ ସ୍ବାଗତ ଜଣାଛନ୍ତି ।

ଭୁବନେଶ୍ବର ବିମାନ ବନ୍ଦରରୁ ସେ ସିଧା କଟକ ମୁଣ୍ଡୁଳିରେ ଆୟୋଜିତ ସିଆଇଏସଏଫ କାର୍ଯ୍ୟକ୍ରମରେ ଯୋଗଦେବା ଗସ୍ତ କରିଛନ୍ତି। ଏହାପରେ ସେ ପାରାଦ୍ବୀପ ଯାଇ ସେଠାରେ ଇଫକୋ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟକୁ ଉଦଘାଟନ କରିବେ। ଅପରାହ୍‌ଣରେ ଜଟଣୀରେ ଜାତୀୟ ଫରେନ୍‌ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍‌ଏଫ୍‌ଏସ୍‌ୟୁ) ଓ କେନ୍ଦ୍ରୀୟ ଫରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍‌ଏସ୍‌ଏଲ୍‌)ର ଶିଳାନ୍ୟାସ କରିବେ।

ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଘାଟନ କରିବେ। ସେଠାରେ ସେ ଅଭିଭାଷଣ ରଖିବା ପରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Amit Shah in Bhubaneswr Amit Shah in Odisha ଓଡିଶାରେ ଅମିତ ଶାହ ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.