Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ
ଜାତୀୟ ଖବର

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଳ ମନ୍ତ୍ରୀ
କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

ନୂଆଦିଲ୍ଲୀ: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ଯୋଗାଯୋଗ ଲାଗି ନୂଆ ରେଲଓ୍ୱେ ଲାଇନ ଅନୁମୋଦନ ହେବାକୁ ଯାଉଛି। ପ୍ରତି ଅଧଘଣ୍ଟାରେ ଥରେ ଗୋଟିଏ ନମୋ ଭାରତ ଟ୍ରେନ ଚାଲିବ ବୋଲି ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଶ୍ରୀ ବୈଷ୍ଣବ କହିଛନ୍ତି ଯେ, ଯଦି କଟକ-ଭୁବନେଶ୍ୱର ମଧ୍ୟରେ ଏଲିଭେଟେଡ ମେଟ୍ରୋ ଚାଲିବ ତାହେଲେ ୧ କିଲୋମିଟର ପ୍ରତି ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ମାଟି ଉପରେ ରେଳପଥ ତିଆରି ପାଇଁ ୧ କିଲୋମିଟର ପ୍ରତି ୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ଲୋକଙ୍କ ଯାତାୟତ ସୁବିଧାକୁ ପ୍ରାଧାନ୍ୟ ଦିଆଯିବା ସହ ସୁଲଭ ମୂଲ୍ୟରେ ଯୋଗଯୋଗ ଭିତ୍ତିଭୂମି ନିର୍ମାଣ କରାଯିବ ବୋଲି ସେ କହିଛନ୍ତି।

କଟକ-ଭୁବନେଶ୍ୱର ଟ୍ୱିନସିଟି ପାଇଁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଯୋଗାଯୋଗରେ ଉନ୍ନତି ପାଇଁ ନିକଟରେ ନୂଆ ୪ ଲେନ ବିଶିଷ୍ଟ ହାଇ ଓ୍ବେ ମଧ୍ୟ ଅନୁମୋଦନ ମିଳିଛି ବୋଲି ରେଳ ମନ୍ତ୍ରୀ ତାଙ୍କ ଉତ୍ତରରେ କହିଛନ୍ତି।

Ashwini Vaishnaw Cuttack–Bhubaneswar Rail Connectivity ଅଶ୍ୱିନୀ ବୈଷ୍ଣବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Latest News

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.