Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ
ଜାତୀୟ ଖବର

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନ
ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

ଭୁବନେଶ୍ବର: ଶେଷରେ ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହେଲା। କ୍ରସ ଭୋଟିଂ କଲେ ଉଭୟ କଂଗ୍ରେସ ଓ ବିଜେଡି ବିଧାୟକ। ସେମାନେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନ ଦେଇ ବିରୋଧୀ ଦଳର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି। ଫଳରେ ଓଡିଶା ରାଜନୀତିରେ ଏହା ହଲଚଲ ସୃଷ୍ଟି କରିଛି। ଏହି କ୍ରସ ଭୋଟିଂରୁ ସ୍ପଷ୍ଟ ହୋଇଛି ଯେ, ଚତୁର୍ଥ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟ ଲାଭ କରିବା ନିଶ୍ଚିତ ହୋଇଛି।

ନଅ କ୍ରସ ଭୋଟିଂ ମଧ୍ୟରୁ ବିଜେଡିର ଛଅ ଜଣ ଥିବା ବେଳେ କଂଗ୍ରେସରୁ ତିନି ଜଣ ଅଛନ୍ତି।

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକ

  1. ଚକ୍ରମଣି କହଁର, ବାଲିଗୁଡ଼ା ବିଧାୟକ
  2. ସୌଭିକ ବିଶ୍ବାଳ, କଟକ-ଚୌଦ୍ଵାର ବିଧାୟକ
  3. ନବ କିଶୋର ମଲ୍ଲିକ, ଜୟଦେବ ବିଧାୟକ
  4. ସୁବାସିନୀ ଜେନା, ବସ୍ତା ବିଧାୟକ
  5. ଦେବୀ ରଂଜନ ତ୍ରିପାଠୀ, ବାଙ୍କି ବିଧାୟକ
  6. ରମାକାନ୍ତ ଭୋଇ, ତିର୍ତ୍ତୋଲ ବିଧାୟକ

କ୍ରସ ଭୋଟି କରିଥିବା କଂଗ୍ରେସ ବିଧାୟକ

କଂଗ୍ରେସ ବିଧାୟକ

  1. ରମେଶ ଜେନା, ସାନଖେମୁଣ୍ଡି ବିଧାୟକ
  2. ଦାଶରଥୀ ଗମାଙ୍ଗ, ମୋହନା ବିଧାୟକ
  3. ସୋଫିଆ ଫିର୍ଦ୍ଦୋସ, କଟକ ବାରବାଟୀ ବିଧାୟକ

ବିଜେଡିରୁ ନିଲମ୍ବିତ ବିଧାୟକ ( ସ୍ବାଧୀନ ଭାବେ ମତ ରଖିଛନ୍ତି)

  1. ସନାତନ ମହାକୁଡ଼, ଚମ୍ପୁଆ ବିଧାୟକ
  2. ଅରବିନ୍ଦ ମହାପାତ୍ର, ପାଟକୁରା ବିଧାୟକ

 

କ୍ରସ ଭୋଟିଂ ବିଜେଡି ରାଜ୍ୟସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026
Latest News

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.