Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଜାତୀୟ ଖବର

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ'ଣ କହିଲେ ପ୍ରଧାନମନ୍ତ୍ରୀ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ଉଷ୍ମତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି;

“ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ସହୃଦୟତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ।’’

ଉତ୍କଳ ଦିବସ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ  ଶୁଭେଚ୍ଛା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ମା’ ମଣିନାଗଙ୍କ ପଞ୍ଚଦିନାତ୍ମକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ

June 21, 2026
Latest News

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.