Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚର୍ଚ୍ଚାରେ ମୋଦି-ରାହୁଲଙ୍କ ବାର୍ତ୍ତାଳାପ
ଜାତୀୟ ଖବର

ଚର୍ଚ୍ଚାରେ ମୋଦି-ରାହୁଲଙ୍କ ବାର୍ତ୍ତାଳାପ

April 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚର୍ଚ୍ଚାରେ ମୋଦି-ରାହୁଲଙ୍କ ବାର୍ତ୍ତାଳାପ
ଚର୍ଚ୍ଚାରେ ମୋଦି-ରାହୁଲଙ୍କ ବାର୍ତ୍ତାଳାପ

ଦିଲ୍ଲୀ: ଭାରତୀୟ ରାଜନୀତିରେ ଅନେକ ରୋଚକ ଘଟଣାମାନ ଦେଖିବାକୁ ମିଳେ। ରାଜନୀତିରେ ସରକାର ଓ ବିରୋଧୀଙ୍କ ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ସଂସଦ ଭିତରେ ଓ ବାହାରେ ଉଭୟ ଉଭୟଙ୍କ ଉପରେ ଆରୋପ – ପ୍ରତ୍ୟାରୋପ କରୁଥିବାବେଳେ ଉଭୟଙ୍କ ମଧ୍ୟରେ ସମ୍ପର୍କ କିନ୍ତୁ ବେଶ୍ ସୁଦୃଢ ଥାଏ। ଆଜି ସେମିତି ଏକ ଘଟଣା ଦେଖିବାକୁ ମିଳିଛି। ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାହୁଲ୍ ଗାନ୍ଧିଙ୍କ ସହ ସାକ୍ଷାତ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କ ସହ କଥା ହେବା ପାଇଁ କିଛି ସମୟ ପାଇଁ ଅଟକି ଯାଇଥିଲେ। ପ୍ରାୟ ଦେଢ ମିନିଟ୍ ଧରି ଏହି ବାର୍ତ୍ତାଳାପରେ ରାହୁଲ୍ ବେଶ୍ ସମ୍ଭ୍ରମତାର ସହ କଥାହୋଇଥିଲେ। ବେଳେବେଳେ ଏପରି କିଛି ଚିତ୍ର ଅଥବା ଭିଡ଼ିଓ ଭାରତୀୟ ଗଣତନ୍ତ୍ର ପ୍ରକ୍ରିୟାର ଏକ ସୁନ୍ଦର ଅବସରକୁ ବଖାଣ କରିଥାଏ। 

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। 

#PMNarendraModi #RahulGandhi #Conversation #Politicsviews
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026
Latest News

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.