Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ
ଜାତୀୟ ଖବର

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମମତା-ଶୁଭେନ୍ଦୁ
ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ: ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ଦିଦି

କଲିକତା: ଆଜି ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତୃଣମୂଳ କଂଗ୍ରେସ ଠାରୁ ବିଜେପି ବଡ ବ୍ୟବଧାନରେ ଜିତୁଥିବା ଦେଖାଯାଉଛି। ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବିଜେପି ୨୦୮ ଆସନରେ ବିଜୟୀ/ ଆଗୁଆ ଥିବା ବେଳେ ଟିଏମସି କୁ ୭୯ ଆସନ ମିଳୁଥିବା ଜଣାପଡୁଛି। କିନ୍ତୁ ସବୁଠାରୁ ଚର୍ଚ୍ଚିତ ଆସନ ଭବାନୀପୁରରେ ମମତା ବାନାର୍ଜୀଙ୍କୁ ଶୁଭେନ୍ଦୁ ଅଧିକାରୀ ଏବେ ଝଟକା ଦେଇଛନ୍ତି।

ମୋଟ ୨୦ ପର୍ଯ୍ୟାୟ ଭୋଟ ଗଣତି ଶେଷ ସୁଦ୍ଧା ମମତାଙ୍କ ଠାରୁ ଶୁଭେନ୍ଦୁ ୧୫ ହଜାର ୧୧୩ ଭୋଟରେ ବିଜୟ ହାସଲ କରିଛନ୍ତି।

Assembly Election 2026 Result NEWS TMC West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ଜୁନ ୧୯ ରେ ପିଏମ-ଭିବିଆରୱାଇ ର ଦେଶବ୍ୟାପୀ ଶୁଭାରମ୍ଭ କାର୍ଯ୍ୟକ୍ରମ

June 16, 2026

ବ୍ୟାଙ୍କଗୁଡ଼ିକ ଦ୍ୱାରା ଏହି ମନମୁଖୀ କାର୍ଯ୍ୟ ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲା RBI

June 16, 2026

ତ୍ରିରାଷ୍ଟ୍ରୀୟ ସିରିଜରେ ଭାରତର ଲଗାତାର ଦୁଇଟି ପରାଜୟ: ଏବେ ଫାଇନାଲ ଖେଳିପାରିବ କି?

June 16, 2026

“ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନର ପାତ୍ର”: ପେପର୍ ଲିକ୍ ସମ୍ପର୍କରେ ବିଜେପି ନେତାଙ୍କ ବଡ଼ ବିବୃତ୍ତି

June 16, 2026
Latest News

ପିଲାଙ୍କ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ

June 17, 2026

ସମ ଡାକ୍ତର ସ୍ୱରୂପ ପଟ୍ଟନାୟକ ପାଇଲେ ସେବା ରତ୍ନ ସମ୍ମାନ

June 16, 2026

ଜୁନ ୧୯ ରେ ପିଏମ-ଭିବିଆରୱାଇ ର ଦେଶବ୍ୟାପୀ ଶୁଭାରମ୍ଭ କାର୍ଯ୍ୟକ୍ରମ

June 16, 2026

ବିପର୍ଯ୍ୟୟ ପରିଚାଳନା: ଖୋର୍ଦ୍ଧା ଜିଲ୍ଲାର ୫୧ ଟି ବାତ୍ୟା ଆଶ୍ରୟସ୍ଥଳୀରେ ହେବ ମକ୍ ଡ୍ରିଲ

June 16, 2026

ମୌସୁମୀ ପୂର୍ବରୁ ସୁରକ୍ଷା ଓ ସଂରକ୍ଷଣ କାର୍ଯ୍ୟକୁ ତ୍ୱରାନ୍ୱିତ କଲା ପୂର୍ବତଟ ରେଳପଥ

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.