Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ
ଜାତୀୟ ଖବର

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CII Odisha Chapter
ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

CII Odisha Chapter: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରି ଓଡ଼ିଶାରେ ଆଗାମୀ ସିଆଇଆଇ ପୂର୍ବାଞ୍ଚଳ ପରିଷଦର ସମ୍ମିଳନୀ ଆୟୋଜନ ସଂପର୍କରେ ଆଲୋଚନା କରିଛନ୍ତି ।

ସିଆଇଆଇ ପୂର୍ବାଞ୍ଚଳ ସମ୍ମିଳନୀରେ ଓଡିଶା ସହିତ ବିହାର, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡର ପ୍ରତିନିଧିମାନେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ପରିକଳ୍ପନାରେ ଏହିସବୁ ରାଜ୍ୟଗୁଡିକର ସମନ୍ୱିତ ଭୂମିକା, ଓଡିଶାର ଅଭିବୃଦ୍ଧି ଓ ଭବିଷ୍ୟତର ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ତାଙ୍କର ଦୃଷ୍ଟିକୋଣ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

CII CII Odisha CII Odisha Chapter: ସିଆଇଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଟିଭି ଆପ୍ ରେ ଓଡ଼ିଆ କଣ୍ଟେଣ୍ଟ ସମ୍ଭାର

June 13, 2026

ବିସ୍ତୃତ ରାଶିଫଳ: ଜୁନ ୧୩ ତାରିଖ ଶନିବାରରେ ୭ଟି ରାଶି ଉପରେ ଶନିଦେବଙ୍କ ରହିଛି ଆଶୀର୍ବାଦ

June 13, 2026

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026
Latest News

ଜିଓ ଟିଭି ଆପ୍ ରେ ଓଡ଼ିଆ କଣ୍ଟେଣ୍ଟ ସମ୍ଭାର

June 13, 2026

ବିସ୍ତୃତ ରାଶିଫଳ: ଜୁନ ୧୩ ତାରିଖ ଶନିବାରରେ ୭ଟି ରାଶି ଉପରେ ଶନିଦେବଙ୍କ ରହିଛି ଆଶୀର୍ବାଦ

June 13, 2026

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.