ଭୁବନେଶ୍ଵର : ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ ରାଇରଙ୍ଗପୁର ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ସଂସାଦ ନବଚରଣ ମାଝି । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବେ ଜାତୀୟ ସ୍ତରର ଗୁରୁତ୍ୱପୂର୍ଣ୍ଣ ଗସ୍ତକୁ ନେଇ ଚର୍ଚ୍ଚାରେ ଆସିଛି ।


