Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆନ୍ନାମଲାଇ ବିଜେପିରୁ ଇସ୍ତଫା ଦେଇନାହାନ୍ତି : ନୈନାର ନାଗେନ୍ଦ୍ରନ
ଜାତୀୟ ଖବର

ଆନ୍ନାମଲାଇ ବିଜେପିରୁ ଇସ୍ତଫା ଦେଇନାହାନ୍ତି : ନୈନାର ନାଗେନ୍ଦ୍ରନ

June 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
'୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ': ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ
'୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ': ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

ଚେନ୍ନାଇ :  ତାମିଲନାଡୁ ରାଜନୀତିରେ କେ ଆନ୍ନାମଲାଇଙ୍କ ଭବିଷ୍ୟତକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାକୁ ଆଜି ପୂର୍ଣ୍ଣବିରାମ ଲଗାଇଛନ୍ତି ତାମିଲନାଡୁ ବିଜେପି ସଭାପତି ନୈନାର ନାଗେନ୍ଦ୍ରନ । ସେ ସ୍ପଷ୍ଟ କରି କହିଛନ୍ତି ଯେ ଆନ୍ନାମଲାଇ ବିଜେପିରୁ ଇସ୍ତଫା ଦେଇନାହାନ୍ତି କି ଏକ ନୂଆ ରାଜନୈତିକ ଦଳ ଆରମ୍ଭ କରିବା ନେଇ ଆଲୋଚନା କରିନାହାନ୍ତି ।

ନାଗେନ୍ଦ୍ରନ କହିଛନ୍ତି, ଆନ୍ନାମଲାଇ ବିଜେପି ଛାଡ଼ିଥିବା ନେଇ ପ୍ରଚାରିତ ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ ଓ ଗୁଜବ ମାତ୍ର। ରାଜ୍ୟ ବିଜେପି ସଭାପତି ଭାବେ ସେ ତାଙ୍କଠାରୁ କୌଣସି ଇସ୍ତଫାପତ୍ର ପାଇନାହାନ୍ତି । ଆମ ମଧ୍ୟରେ କୌଣସି ମତଭେଦ ନାହିଁ ଏବଂ ସେ ନୂଆ ଦଳ ଆରମ୍ଭ କରିବା ନେଇ କାହା ସହ କଥା ହୋଇନାହାନ୍ତି,” ବୋଲି ସେ କହିଛନ୍ତି।

ଆନ୍ନାମଲାଇଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇ ନାଗେନ୍ଦ୍ରନ ପୁଣିଥରେ ଦୋହରାଇଛନ୍ତି ଯେ ତାଙ୍କ ଇସ୍ତଫାକୁ ନେଇ ଚାଲିଥିବା ଚର୍ଚ୍ଚା ସମ୍ପୂର୍ଣ୍ଣ ମିଥ୍ୟା ଓ ନିରାଧାର।

ଉଲ୍ଲେଖଯୋଗ୍ୟ ଯେ, ଆନ୍ନାମଲାଇ ନିକଟରେ ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ କରିବା ପରେ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ବିଭିନ୍ନ ମହଳରେ ଚର୍ଚ୍ଚା ଜୋର ଧରିଛି ।

TamilnaduPolitics କେ ଆନ୍ନାମଲାଇ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Latest News

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.