Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲୋକସେବା ଭବନରୁ ତଦନ୍ତ ରିପୋର୍ଟ ଚୋରୀ ଘଟଣା, କ୍ୟାପିଟଲ ଥାନାରେ ମାମଲା ରୁଜୁ
ଜାତୀୟ ଖବର

ଲୋକସେବା ଭବନରୁ ତଦନ୍ତ ରିପୋର୍ଟ ଚୋରୀ ଘଟଣା, କ୍ୟାପିଟଲ ଥାନାରେ ମାମଲା ରୁଜୁ

June 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଲୋକସେବା ଭବନରୁ ଫାଇଲ ଚୋରୀ ଘଟଣା ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ମୁଖ୍ୟତଃ ଦୁଇଟି ତଦନ୍ତ ରିପୋର୍ଟ କିଏ କାହିଁକି ଚୋରୀ କଲା ସେ ନେଇ ବିଭିନ୍ନ ମହଲରେ ସନ୍ଦେହ ସୃଷ୍ଟି ହୋଇଛି। ଯେଉଁ ଦୁଇଟି ତଦନ୍ତ ରିପୋର୍ଟ ଚୋରୀ ହୋଇଛି ତାହା ହେଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଏବଂ ସମ ହସପିଟାଲ ଅଗ୍ନିକାଣ୍ଡ ଘଟଣାର ଆରଡିସି ତଦନ୍ତ ରିପୋର୍ଟ। ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଗଣମାଧ୍ୟମ ଆଗରେ କହିବା ପରେ ତାହା ହଇଚଇ ସୃଷ୍ଟି କରିଛି।

ତେବେ ଲୋକସେବା ଭବନ ଖୋଳତାଡ କରିବା ପରେ ଏହି ଦୁଇଟି ଫାଇଲ ନ ମିଳିବା ପରେ ବର୍ତ୍ତମାନ ଗୃହ ବିଭାଗ କ୍ୟାପିଟାଲ ଥାନାରେ ଏଫଆଇଆର ଦେଇଛି। ଗୃହ ବିଭାଗର ଯୁଗ୍ନ ସଚିବ ଶରତ ଚନ୍ଦ୍ର ମାରଣ୍ଡି ଏ ନେଇ କ୍ୟାପିଟାଲ ଥାନାରେ ମାମଲା ଋଜୁ କରିଛନ୍ତି। ଏହାପରେ କ୍ୟାପିଟାଲ ଥାନା ତରଫରୁ ନ୍ୟାୟିକ ସଂହିତାର ଧାରା 305, 316(2), 238(ସି), 241, 61(2ବି) ରେ ଏକ ମାମଲା  ରୁଜୁ କରାଯାଇଛି।

ତଦନ୍ତ ରିପୋର୍ଟ ଗାୟବ ଲକ୍ଷ୍ଣଣା ନନ୍ଦ ସରସ୍ବତୀ ଲୋକସେବା ଭବନ ସମ ହସପିଟାଲ ତଦନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ଆଜି LPG ର e-KYC ପାଇଁ ଶେଷ ସୁଯୋଗ: ଏବେ କିପରି ପାଇବେ ଗ୍ୟାସ ସିଲିଣ୍ଡର?

September 7, 2026
Latest News

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ଆଜି LPG ର e-KYC ପାଇଁ ଶେଷ ସୁଯୋଗ: ଏବେ କିପରି ପାଇବେ ଗ୍ୟାସ ସିଲିଣ୍ଡର?

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.