Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ
ଜାତୀୟ ଖବର

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଜାତୀୟ ସ୍ତରର ଡାକ୍ତରୀ ପ୍ରବେଶିକା ପରୀକ୍ଷା NEET-UG (ରି-ଏଗ୍ଜାମ୍) ପାଇଁ ଅପେକ୍ଷାରେ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର।  ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ । NTA ୱେବସାଇଟରେ ଜୁନ ୨୧ ପରୀକ୍ଷା ପାଇଁ ଆଡମିଟ କାର୍ଡ ଉପଲବ୍ଧ ।

ପୂର୍ବରୁ ପରୀକ୍ଷା ସମ୍ପର୍କିତ ବିଭିନ୍ନ ବିବାଦ ଓ ଅନିୟମିତତା ଅଭିଯୋଗ ପରେ ଏହି ସାନି ପରୀକ୍ଷା ଆୟୋଜନ କରାଯାଉଛି। ଫଳରେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏହି ପରୀକ୍ଷା ଉପରେ ନିର୍ଭର କରୁଛି। NTAର ଅଧିକୃତ ୱେବସାଇଟରେ ଲଗଇନ୍ କରି ନିଜ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

admitcard NEET UG
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026
Latest News

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026

ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନ୍‌ଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ଓଲିଉଡ୍ ଜଗତରେ ଶୋକର ଛାୟା

October 5, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.