Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି
ଜାତୀୟ ଖବର

ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି

June 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କ ଗାଁ ପାହାଡପୁର
ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି

ରାଇରଙ୍ଗପୁର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନରେ ତାଙ୍କ ଗ୍ରାମ ପାହାଡପୁର ବୁଲିଲେ ପ୍ରଧାନମନ୍ତ୍ରୀ ମୋଦି। ସେଠାରେ ଆୟୋଜିତ ସ୍ବାଗତ ସମ୍ବର୍ଦ୍ଧନା ତାଙ୍କୁ ଗାଁ କୁ ନିଆଯାଇଥିଲା। ସେ ସେଠାରେ ଆଦିବାସୀ ପିଲାଙ୍କ ସହିତ ସାକ୍ଷାତ କରିବା ସହିତ ରାଷ୍ଟ୍ରପତିଙ୍କ ସ୍ବର୍ଗତ ସ୍ବାମୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ। ଏହାପରେ ସେ ପାହାଡପୁରର ଥିବା ଆଦିବାସୀଙ୍କ ପୂଜାପିଠରେ ପୂଜାଅର୍ଚ୍ଚନା କରିଥିଲେ। ସେ ଦକ୍ଷତା ବିକାଶ କେନ୍ଦ୍ର ବୁଲିବା ସହିତ ସ୍କୁଲ ପିଲାଙ୍କ ସହିତ ସାକ୍ଷାତ କରିଥିଲେ।

ଆଜି ପ୍ରଧାନମନ୍ତ୍ରୀ ପାହାଡପୁରରେ ସ୍ବତନ୍ତ୍ର ହେଲିକାପ୍ଟରରେ ପହଞ୍ଚିବା ପରେ ସେ ରାଷ୍ଟ୍ରପତିଙ୍କ ଘରକୁ ଯାଇଥିଲେ। ସେଠାରେ ତାଙ୍କୁ ରାଷ୍ଟ୍ରପତି ଅପେକ୍ଷା କରିଥିଲେ। ଏହାପରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ପୁର୍ତ୍ତି ଉତ୍ସବରେ ଯୋଗଦେବେ। ସେଠାରେ ମୋଦି ପ୍ରାୟ ୪୬ ହଜାର ୬୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବେ। ଏଥିରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ।

droupadi murmu PM Modi in Odisha' ଓଡିଶାରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଗାଁ ପାହାଡପୁର ରାଷ୍ଟ୍ରପତିଙ୍କ ଗାଁରେ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ୫ ଦିନରେ ୧.୪୫ କୋଟି ଖର୍ଚ୍ଚ! ମହାନଦୀ ଟ୍ରିବ୍ୟୁନାଲ ଗସ୍ତକୁ ନେଇ ଚର୍ଚ୍ଚା

June 20, 2026

ମୋଦି ସରକାରଙ୍କୁ ପ୍ରଶଂସା କଲେ ମହୁଆ ମୋଇତ୍ରା: ଏବେ ଦଳ ଛାଡିବେ କି ଟିଏମସି ସାଂସଦ?

June 20, 2026

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ପ୍ରଧାନମନ୍ତ୍ରୀ ମୋଦି ଜଣାଇଲେ ଶୁଭେଚ୍ଛା, କହିଲେ..

June 20, 2026

ରାଜଧାନୀରେ ଯୁବକଙ୍କୁ ନିର୍ମମ ହତ୍ୟା

June 20, 2026
Latest News

ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି

June 20, 2026

ମାତ୍ର ୫ ଦିନରେ ୧.୪୫ କୋଟି ଖର୍ଚ୍ଚ! ମହାନଦୀ ଟ୍ରିବ୍ୟୁନାଲ ଗସ୍ତକୁ ନେଇ ଚର୍ଚ୍ଚା

June 20, 2026

ମୋଦି ସରକାରଙ୍କୁ ପ୍ରଶଂସା କଲେ ମହୁଆ ମୋଇତ୍ରା: ଏବେ ଦଳ ଛାଡିବେ କି ଟିଏମସି ସାଂସଦ?

June 20, 2026

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ପ୍ରଧାନମନ୍ତ୍ରୀ ମୋଦି ଜଣାଇଲେ ଶୁଭେଚ୍ଛା, କହିଲେ..

June 20, 2026

ରାଜଧାନୀରେ ଯୁବକଙ୍କୁ ନିର୍ମମ ହତ୍ୟା

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.