Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..
ଜାତୀୟ ଖବର

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି। କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି।

ଏହି ନିଷ୍ପତି ଅନୁଯାୟୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ଶ୍ରୀ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି।

ଏହା ସହିତ ୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା ।

ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ ଟି ସୁପାରିଶ କାର୍ଯ୍ୟକାରୀ କରାଯିବ। ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି।

ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସ କୁ ଯିବ ନାହିଁ।

ପାଠ୍ୟ ପୁସ୍ତକରେ ତ୍ରୁଟି ସ୍କୁଲ ବହିରେ ତ୍ରୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.