Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜେଡିର ଜଣେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ ଜଣାଇଛି ବିଜେଡି। ଆଜି ତାଙ୍କ ମରଶରୀର ବିଜେଡି କାର୍ଯ୍ୟାଳୟ ଶଙ୍ଖଭବନରେ ପହଞ୍ଚିବା ପରେ ଦଳୀୟ ନେତା ତଥା ବିଧାୟକମାନେ ଶେଷ ଦର୍ଶନ କରିଥିଲେ। ସେହିପରି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶେଷ ଦର୍ଶନ କରିବା ପାଇଁ ଶଙ୍ଖଭବନ ଆସିଥିଲେ। ଏହା ପୂର୍ବରୁ ତାଙ୍କ ମରଶରୀର ବିଧାନସଭା ପରିସରକୁ ନିଆଯାଇଥିଲା।

ସୁଶାନ୍ତଙ୍କ ବିୟୋଗରେ ରାଜ୍ୟର ବହୁ ନେତା ଓ ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେହିପରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରି ଦଳ ଜଣେ ଟାଣୁଆ ନେତାକୁ ହରାଇଲା ବୋଲି କହିଛନ୍ତି।

ତାଙ୍କର ସାମାଜିକ ଗଣମାଧ୍ୟମରେ ନବୀନ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

Naveen Patnaik ନବୀନ ପଟ୍ଟନାୟକ ବିଜେଡି ସୁଶାନ୍ତ ସିଂ ସୁଶାନ୍ତ ସିଂହ
Share. Facebook Twitter LinkedIn Email WhatsApp Copy Link

Related Posts

ସିଜେପି ପରେ ଆରଏଚଏ ଏବଂ ଇ-୨୦: ଦ୍ରୁତ ଗତିରେ ବଢୁଛି ଫଲୋଅର୍ସଙ୍କ ସଂଖ୍ୟା

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପେପର ଲିକ୍ ବିଲ୍ ଉପରେ ଚର୍ଚ୍ଚା ପାଇଁ ଅନୁରୋଧ କଲେ କିରେନ୍ ରିଜିଜୁ

July 27, 2026

ବିରୋଧୀଙ୍କ ହଟ୍ଟଗୋଳ ସତ୍ତ୍ୱେ ଲୋକସଭାରେ ପେପର ଲିକ୍ ବିରୋଧରେ ବିଲ୍ ଆଗତ

July 27, 2026
Latest News

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026

ସିଜେପି ପରେ ଆରଏଚଏ ଏବଂ ଇ-୨୦: ଦ୍ରୁତ ଗତିରେ ବଢୁଛି ଫଲୋଅର୍ସଙ୍କ ସଂଖ୍ୟା

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପେପର ଲିକ୍ ବିଲ୍ ଉପରେ ଚର୍ଚ୍ଚା ପାଇଁ ଅନୁରୋଧ କଲେ କିରେନ୍ ରିଜିଜୁ

July 27, 2026

ବିରୋଧୀଙ୍କ ହଟ୍ଟଗୋଳ ସତ୍ତ୍ୱେ ଲୋକସଭାରେ ପେପର ଲିକ୍ ବିରୋଧରେ ବିଲ୍ ଆଗତ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.