Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା
ଜାତୀୟ ଖବର

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ଭୁବନେଶ୍ବର ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ଆସନ୍ତାକାଲି ସୋମବାରରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ। ସେଠାରୁ ସେ କଟକ ଜିଲ୍ଲା ଦାମପଡାରେ ନିର୍ମିତ କୃପାଳୁ ବିଶ୍ବବିଦ୍ୟାଳୟର ଉଦଘାଟନ କରିବେ। ଏହାପରେ ଭୁବନେଶ୍ବର ଫେରିଆସି ଲୋକଭବନରେ ରାତ୍ରୀଯାପନ କରିବେ।

ଏହାପରେ ରାଷ୍ଟ୍ରପତି ମଙ୍ଗଳବାର ଦିନ ବ୍ରାହ୍ମପୁର ଗସ୍ତ କରିବେ। ବର୍ଷା ପାଇଁ ସେ ହେଲିକାପ୍ଟରରେ ନ ଯାଇ ଟ୍ରେନରେ ଯିବାର ବନ୍ଦୋବସ୍ତ କରାଯାଇଛି। ସେ ଟ୍ରେନରେ ବ୍ରହ୍ମପୁରରେ ପହଞ୍ଚିବା ପରେ ତତ୍ପପାଣି ନିକଟସ୍ଥ ମା କନ୍ଧୁଣୀ ଦେବୀଙ୍କ ନିକଟରେ ପୂଜା ଅର୍ଚ୍ଚନା କରିବେ। ସେଠାରେ ସେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ଏହାପରେ ସେ ବ୍ରହ୍ମପୁର ନିକଟସ୍ଥ ଧବଳେଶ୍ବର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ବ୍ରହ୍ମପୁରରେ ସେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଅଗଷ୍ଠ ପାଞ୍ଚ ତାରିଖରେ ସେ ଭୁବନେଶ୍ବର ଫେରିଆସି ନୂଆଦିଲ୍ଲୀରେ ଯିବାର କାର୍ଯ୍ୟକ୍ରମ ରହିଛି।

ଓଡିଶା ଆସିବେ ରାଷ୍ଟ୍ରପତି ବ୍ରହ୍ମପୁର ଯିବେ ରାଷ୍ଟ୍ରପତି ମା କନ୍ଧୁଣୀ ଦେବୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026
Latest News

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.