Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ
ଜାତୀୟ ଖବର

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
"ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?": ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ
"ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?": ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

ନୂଆଦିଲ୍ଲୀ: “ରଚନାତ୍ମକ କଂଗ୍ରେସ ସମ୍ମିଳନୀ’ ରେ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଦେଶର ବ୍ୟବସ୍ଥା ଠିକ୍ ଭାବରେ କାର୍ଯ୍ୟ କରୁନାହିଁ ଏବଂ ଜନତା, ଛାତ୍ରଛାତ୍ରୀ ଏବଂ ପୀଡିତଙ୍କ କଥା ଶୁଣିବା ପରିବର୍ତ୍ତେ ସରକାର ନିଜ ଆଦେଶ ଲୋକଙ୍କ ଉପରେ ଲଦିବାକୁ ଚାହୁଁଛି।

ରାହୁଲ ଗାନ୍ଧୀ ସଂସଦରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତି ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଗୃହମନ୍ତ୍ରୀ ଅମିତ ଶାହ ଗୃହରେ ଯୋଗ ଦେଇନାହାଁନ୍ତି ଏବଂ ସେ ୨୦ ଦିନ ଧରି କେଉଁଠି ଥିଲେ ବୋଲି ପ୍ରଶ୍ନ କରିଛନ୍ତି। ରାହୁଲ ଗାନ୍ଧୀ ପଚାରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ।

ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ରାତିରେ ଶୁଅନ୍ତିନାହିଁ। ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦକୁ ଉଲ୍ଲେଖ କରି ରାହୁଲ ଗାନ୍ଧୀ କହିଛନ୍ତି ଯେ, ଛାତ୍ରଛାତ୍ରୀମାନେ ନିଜର ସମସ୍ୟା କହିବାକୁ ଚାହିଁଥିଲେ। ସେମାନେ ଯନ୍ତ୍ରଣାରେ ଥିଲେ। କିନ୍ତୁ ସରକାର ସେମାନଙ୍କୁ କହିଥିଲେ ଯେ, ଜନ୍ତର ମନ୍ତରରେ ଶୃଙ୍ଖଳା ବଜାୟ ରଖିବାକୁ ପଡିବ ଏବଂ ସେମାନଙ୍କୁ କହିବାକୁ ଦିଆଯିବ ନାହିଁ।

Rahul Attacks Centre rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026
Latest News

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ପରିବାର ସହ Bali Trip ପ୍ଲାନ୍‌ କରୁଛନ୍ତି କି? IRCTCର ଏହି ପ୍ୟାକେଜ୍‌ ଥରେ ଦେଖନ୍ତୁ

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.