Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ
ଜାତୀୟ ଖବର

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣଧୀର ଜୟସ୍ଵାଲ
ପାକିସ୍ତାନରେ ଶତାବ୍ଦୀ ପୁରୁଣା ମନ୍ଦିର ଭାଙ୍ଗିବା ଘଟଣା: କଡ଼ା ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ଶହଜାଦ ଭଟିଙ୍କ ଆତଙ୍କବାଦୀ ନେଟୱାର୍କ ସମ୍ପର୍କରେ ପାକିସ୍ତାନର ଦାବିର ଜବାବ ଦେଇଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ କଡ଼ା ଜବାବ ଦେବା ସମୟରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ଵାଲ କହିଛନ୍ତି ଯେ, “ଆତଙ୍କବାଦର ଏହି ଅଭିଶାପକୁ ପରାସ୍ତ କରିବା ପାଇଁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଆମେ ଗ୍ରହଣ କରିବୁ।”

ସେ କହିଛନ୍ତି ଯେ, “ଆତଙ୍କବାଦ ସମ୍ବନ୍ଧୀୟ ପ୍ରସଙ୍ଗ ଅତ୍ୟନ୍ତ ଗମ୍ଭୀର ଏବଂ ଆମେ ସେଗୁଡ଼ିକୁ ବହୁତ ଗମ୍ଭୀରତାର ସହିତ ନେଉଛୁ। ଆମେ ଚାହୁଁଛୁ ଯେ, ବିଶ୍ୱ ସମ୍ପ୍ରଦାୟ ଏପରି କାର୍ଯ୍ୟର ଗୁରୁତ୍ୱକୁ ବୁଝିବା ଉଚିତ। ଭାରତ ଆତଙ୍କବାଦ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଛି। ଗତ କିଛି ବର୍ଷ ଧରି ଆମେ ସୀମାପାର ଆତଙ୍କବାଦ ସମେତ ଆତଙ୍କବାଦର ମୁକାବିଲା ପାଇଁ ବିଶ୍ୱସ୍ତରୀୟ କାର୍ଯ୍ୟାନୁଷ୍ଠାନକୁ ତ୍ୱରାନ୍ୱିତ ଏବଂ ମଜବୁତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ କରିଛୁ। ଆତଙ୍କବାଦ ବିରୁଦ୍ଧରେ ଆମର ଲଢ଼େଇ ଜାରି ରହିବ।” ଆତଙ୍କବାଦର ଏହି ଅଭିଶାପକୁ ପରାସ୍ତ କରିବା ପାଇଁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଆମେ ଗ୍ରହଣ କରିବୁ।

ଆତଙ୍କବାଦୀ ମଡ୍ୟୁଲ୍ ବିଷୟରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ଵାଲ୍ ଆଜି କହିଛନ୍ତି ଯେ, “ଏଠାରେ ସକ୍ରିୟ ଥିବା ଆତଙ୍କବାଦୀ ମଡ୍ୟୁଲ୍ ଏବେ ଭାଙ୍ଗି ଦିଆଯାଇଛି। ଭାରତ ସରକାର ଏ ସମ୍ପର୍କରେ ପୂର୍ବରୁ ନିଜର ସ୍ଥିତି ସ୍ପଷ୍ଟ କରିସାରିଛନ୍ତି, ଏବଂ ଆମେ ଏହା ସହିତ ଅଛୁ।”

india pakistan Randhir Jaiswal Shehzad Bhatti Terrorism
Share. Facebook Twitter LinkedIn Email WhatsApp Copy Link

Related Posts

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026
Latest News

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.