Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା
ଜାତୀୟ ଖବର

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏମଏମଡିଆର ବିଲକୁ ପ୍ରତ୍ୟାହାର
ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ପାସ ହୋଇଥିବା ଏମଏମଡିଆର-୨୦୨୬ ଆଇନକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟର ସମସ୍ତ ବିରୋଧି ରାଜନୈତିକ ଦଳ ତରଫରୁ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ ଛକ ଠାରେ ଏକ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭାରତୀୟ ଜାତୀୟ କଂଗ୍ରେସ ସମେତ ଇଣ୍ଡିଆମେଣ୍ଟର ସମସ୍ତ ରାଜନୈତିଦଳର ନେତୃବୃନ୍ଦ ଅଂଶଗ୍ରହଣ କରି ଏଭଳି ଜନସ୍ୱାର୍ଥ ବିରୋଧି ବିଲକୁ ପ୍ରତ୍ୟାହାର ପାଇଁ ଦାବି କରିଥିଲେ ।

ରାଜ୍ୟର ସ୍ୱାର୍ଥରକ୍ଷା କରିବା ଦିଗରେ ବିଜେପିର ୨୦ ସାସଂଦ ଓ ଖୋଦ ମୁଖ୍ୟମନ୍ତ୍ରୀ ଚୁପ ରହିବା କ୍ଷୋଭ ଓ ପରିତାପର ବିଷୟ ବୋଲି ନେତୃବୃନ୍ଦ ପ୍ରକାଶ କରିଥିଲେ। ପରେ ମଶାଲା ରାଲି କରାଯିବା ସହିତ ମୁଖ୍ୟମନ୍ତ୍ରୀ ଓ ବିଜେପିର ୨୦ ସାଂସଦଙ୍କର କୁଶପୁତଳିକା ଦାହ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ସର୍ବଶ୍ରୀ ସନ୍ତୋଷ ସିଂ ସାଲୁଜା, ସୁରେଶ କୁମାର ରାଉତରାୟ, ପ୍ରକାଶ ଜେନା, ଶିବାନନ୍ଦ ରାୟ, ସୁର ଜେନା, ପ୍ରଦୀପ ନାୟକ, ହେମନ୍ତ ବେହେରା, ପ୍ରଭାତ ସାମନ୍ତରାୟ, ସୁରେଶ ପାଣିଗ୍ରାହୀ, ଜ୍ୟୋତି ରଞ୍ଜନ ମହାପାତ୍ର, ମହେନ୍ଦ୍ର ପରିଡ଼ା, ମନୋରଞ୍ଜନ ଦାଶ, କିଶୋର ଜେନା, ଅଭୟ ସାହୁ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ନିମାଇଁ ରାଉତରାୟ, ଜୟକୃଷ୍ଣ ସୁବୁଦ୍ଧି, କୈଳାସ ସାହୁ, ଶ୍ରୀୟା ପଣ୍ଡା, ଆତ୍ମାରାମ ପତି, ଅରୁଣ ଜେନା, ମୋହନ ଜେନା, ମୁକେଶ ପ୍ରଧାନ, ସରୋଜ ଲେଙ୍କା, ତରଣୀ ବାରିକ, ଭାଗବତ ଜେନା, ଅଭୟ ଜେନା, ଆରିୟାପ ମହାପାତ୍ରା, ସୂର୍ଯ୍ୟକାନ୍ତ ସୁବୁଦ୍ଧି, ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମିହିର ଆଚାର୍ଯ୍ୟ ଓ ସୂର୍ଯ୍ୟକାନ୍ତ ଜେନା ପରିଚାଳନା କରିଥିଲେ।

ଏମଏମଡିଆର ବିଲ ଏମଏମଡିଆର ବିଲକୁ ପ୍ରତ୍ୟାହାର କଂଗ୍ରେସ ବିକ୍ଷୋଭ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.