Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ
ଜାତୀୟ ଖବର

କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ

September 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ତିରୁବନନ୍ତପୁରମ୍: କେରଳରେ ବର୍ଷା ବିତ୍ପାତ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟି ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣଙ୍କର ପ୍ରାଣହାନି ଘଟିଛି। ମଲପ୍ପୁରମ୍ ଜିଲ୍ଲାରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟ୍ଟୟମ ଓ ଇଡ୍ଡୁକି ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତାହତ ହୋଇଛନ୍ତି। ଅଚାନକ ବନ୍ୟା ଆସିବାରୁ ଅମରାମବଲମ ଓ ନିଲାମବୁର ଅଞ୍ଚଳରୁ ୫ ଜଣ ଭାସିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆରଏଫ) ନିୟୋଜିତ ହୋଇଥିବା ବେଳେ ପୋଟ୍ଟିକ୍କଲମ ମୁଟ୍ଟିକୁଣ୍ଡୁ ଓ ଆଣ୍ଟୋନିକ୍କଡ ଆୟାନିକୁଣ୍ଡୁ ଅଞ୍ଚଳରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ବିପନ୍ନ ଅଞ୍ଚଳରେ ସ୍ଥିତି ସମୀକ୍ଷା କରି ତୁରନ୍ତ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୋମବାର କୋଟ୍ଟୟମ, ଇଡ୍ଡୁକି, ଏର୍ଣ୍ଣାକୁଲମ, ତ୍ରିଶୂର, ମଲପ୍ପୁରମ୍ ଓ ପଲକ୍କଡ ଭଳି ୬ଟି ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହିସବୁ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆକସ୍ମିକ ବନ୍ୟା କେରଳ ଭୂସ୍ଖଳନ
Share. Facebook Twitter LinkedIn Email WhatsApp Copy Link

Related Posts

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026
Latest News

କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ

September 21, 2026

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.