Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ
ଜାତୀୟ ଖବର

ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ

September 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ନେଟୱର୍କ ବିରୋଧରେ ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ବୁଡ଼ଗାମ୍ ଜିଲ୍ଲାରେ ଗୁଇନ୍ଦା ସୂଚନା ଆଧାରରେ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ୍ କୋରାଗ’ରେ କୁଖ୍ୟାତ ଲଶ୍କର-ଇ-ତୋଏବା ଶୀର୍ଷ କମାଣ୍ଡର ହାଶିମ୍ ମୂସା ଓରଫ ‘ଫୌଜି ମୂସା’ ସଫଳତାର ସହ ନିପାତ ହୋଇଛି।

ମଙ୍ଗଳବାର ବିଳମ୍ବିତ ରାତିରେ ଖାନସାହିବ ଅଞ୍ଚଳର ପାଲମେଦାନ-ମୁଗପଥରୀ ଜଙ୍ଗଲରେ ଏହି ଗୁଳିବିନିମୟ ଘଟିଥିଲା। ଭାରତୀୟ ସେନା, ଜମ୍ମୁ-କାଶ୍ମୀର ପୁଲିସ ଓ ସିଆରପିଏଫ୍‌‌ର ଯୌଥ ଟିମ୍ ୟୁସମାର୍ଗ ନିକଟସ୍ଥ କୋରାଗ ଅଞ୍ଚଳକୁ ଘେରାଉ କରି ଏହି ମିଳିତ ଅଭିଯାନ ଆରମ୍ଭ କରିଥିଲେ।

ସୁରକ୍ଷାବାହିନୀକୁ ଦେଖି ଲୁଚି ରହିଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର କଡ଼ା ଜବାବ ଦେଇଥିଲା ସୁରକ୍ଷାବାହିନୀ। ଦୁଇ ପକ୍ଷ ମଧ୍ୟରେ ଚାଲିଥିବା ତୀବ୍ର ଗୁଳିବିନିମୟରେ ଲଶ୍କରର ସକ୍ରିୟ ଓ ଶୀର୍ଷ କମାଣ୍ଡର ମୂସାର ମୃତ୍ୟୁ ଘଟିଛି। ଅଞ୍ଚଳରେ ଆହୁରି କିଛି ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା ଥିବାରୁ ଅତିରିକ୍ତ ବାହିନୀ ମୁତୟନ କରାଯାଇ ସମଗ୍ର ଜଙ୍ଗଲକୁ ଘେରାବନ୍ଦୀ କରାଯାଇଛି। ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ୍ ଜାରି ରହିଛି। ମୂସାର ନିପାତ କାଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ସୁରକ୍ଷାବାହିନୀ ପାଇଁ ଏକ ବଡ଼ ସଫଳତା ଏବଂ ଆତଙ୍କୀ ନେଟୱର୍କ ପାଇଁ ଏକ ଶକ୍ତ ଝଟ୍‌କା ଭାବେ ବିବେଚନା କରାଯାଉଛି।

Budgam Encounter Lashkar Commander Musa
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକା ବଳାତ୍କାର ପୀଡ଼ିତାଙ୍କ ସପକ୍ଷରେ ହାଇକୋର୍ଟ, ୩୧ ସପ୍ତାହର ଗର୍ଭପାତକୁ ଅନୁମତି

October 20, 2026

ଜେଲ୍‌ରେ ଲରେନ୍ସ ବିଷ୍ନୋଇ, ବାହାରେ ଗ୍ୟାଙ୍ଗର ରାଜ୍‌! କିଏ ଚଳାଉଛି ଅପରାଧ ସାମ୍ରାଜ୍ୟ?

October 20, 2026

ଭାରତୀୟ ବିସ୍କୁଟ ବ୍ରାଣ୍ଡକୁ ନେପାଳର ଝଟ୍‌କା, ପ୍ରିୟାଗୋଲ୍ଡ ବିକ୍ରି ଉପରେ ରୋକ୍‌

October 20, 2026

ମଦ ଦାମ୍ ବଢ଼ିବ କି? ରୟାଲ୍ ଷ୍ଟାଗ୍ ଓ ବ୍ଲେଣ୍ଡର୍ସ ପ୍ରାଇଡ୍ ଗ୍ରାହକଙ୍କ ପାଇଁ ବଡ଼ ଖବର

October 20, 2026
Latest News

ନାବାଳିକା ବଳାତ୍କାର ପୀଡ଼ିତାଙ୍କ ସପକ୍ଷରେ ହାଇକୋର୍ଟ, ୩୧ ସପ୍ତାହର ଗର୍ଭପାତକୁ ଅନୁମତି

October 20, 2026

ଜେଲ୍‌ରେ ଲରେନ୍ସ ବିଷ୍ନୋଇ, ବାହାରେ ଗ୍ୟାଙ୍ଗର ରାଜ୍‌! କିଏ ଚଳାଉଛି ଅପରାଧ ସାମ୍ରାଜ୍ୟ?

October 20, 2026

ଭାରତୀୟ ବିସ୍କୁଟ ବ୍ରାଣ୍ଡକୁ ନେପାଳର ଝଟ୍‌କା, ପ୍ରିୟାଗୋଲ୍ଡ ବିକ୍ରି ଉପରେ ରୋକ୍‌

October 20, 2026

ମଦ ଦାମ୍ ବଢ଼ିବ କି? ରୟାଲ୍ ଷ୍ଟାଗ୍ ଓ ବ୍ଲେଣ୍ଡର୍ସ ପ୍ରାଇଡ୍ ଗ୍ରାହକଙ୍କ ପାଇଁ ବଡ଼ ଖବର

October 20, 2026

ପାର୍ବଣରେ ରେଳବାଇର ବଡ଼ ଘୋଷଣା! ପାର୍ସଲ ବୁକିଂରେ ୨୫% ରିହାତି, କିଏ ପାଇବେ ଏହି ସୁବିଧା?

October 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.