Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ
ଜାତୀୟ ଖବର

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପିର ପୂର୍ବତନ ବିଧାୟକ ମୃତ

ଜୟପୁର: ରାଜସ୍ଥାନର ଭରତପୁର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହୋଇ ବିଜେପିର ଜଣେ ପୂର୍ବତନ ବିଧାୟକ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ୱେର୍ ଥାନା ଅଞ୍ଚଳାନ୍ତର୍ଗତ ଭୌଣ୍ଡା ଗ୍ରାମରେ ଏକ ବନ୍ଦ କ୍ରସର୍ ପ୍ଲାଣ୍ଟକୁ ପୁନର୍ବାର ଚାଲୁ କରିବାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏହି ସମୟରେ ଉତ୍‌କ୍ଷିପ୍ତ ଗ୍ରାମବାସୀମାନେ ପୂର୍ବତନ ବିଧାୟକ ସିଂହ ଓ ତାଙ୍କ ସହଯୋଗୀ ଗଗନ ଶର୍ମାଙ୍କ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଉଭୟ ଗୁରୁତର ଭାବେ ଆହତ ହୋଇଥିବାବେଳେ ପ୍ରଥମେ ସ୍ଥାନୀୟ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା ଏବଂ ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଭରତପୁର ଓ ପରେ ଜୟପୁରସ୍ଥିତ ଏସ୍‌ଏମ୍‌ଏସ୍ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ବିଧାୟକଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ପୋଲିସ ଓ ପ୍ରଶାସନର କାର୍ଯ୍ୟାନୁଷ୍ଠାନକୁ ନେଇ ମୃତକଙ୍କ ପରିବାର ପକ୍ଷରୁ ଅବହେଳାର ଅଭିଯୋଗ ଅଣାଯାଇଥିବାବେଳେ ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଜାରି ରହିଛି।

କ୍ରସର୍ ପ୍ଲାଣ୍ଟ ବିବାଦ ଗ୍ରାମବାସୀ ପୂର୍ବତନ ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026
Latest News

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.