Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର
ଜାତୀୟ ଖବର

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହମନ୍ତ୍ରୀ
BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେବ BIMSTEC ଗୃହମନ୍ତ୍ରୀସ୍ତରୀୟ ବୈଠକ। ଆସନ୍ତା ୧୩ ଅକ୍ଟୋବର ୨୦୨୬ରେ ନୂଆଦିଲ୍ଲୀରେ ଏହି ଐତିହାସିକ ବୈଠକ ହେବ। ଏ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି।

ଏକ୍ସରେ ପୋଷ୍ଟ କରି ଶାହ କହିଛନ୍ତି, ଏହି ବୈଠକ ଆୟୋଜନ କରିବା ଭାରତ ପାଇଁ ଗୌରବର ବିଷୟ। ଆତଙ୍କବାଦ, ସୀମାପାର ସଂଗଠିତ ଅପରାଧ, ନିଶା କାରବାର, ମାନବ ଚାଲାଣ, ବେଆଇନ ଆର୍ଥିକ କାରବାର ଓ ସାଇବର ବିପଦକୁ ରୋକିବା ପାଇଁ ଏଥିରେ ମିଳିତ ରଣନୀତି ପ୍ରସ୍ତୁତ ହେବ। ଦୃଢ଼ ସମନ୍ୱୟ ମାଧ୍ୟମରେ ଅଧିକ ସୁରକ୍ଷିତ ଓ ସଶକ୍ତ BIMSTEC ଅଞ୍ଚଳ ଗଠନ ପାଇଁ ଭାରତ ପ୍ରତିବଦ୍ଧ ବୋଲି ସେ କହିଛନ୍ତି।

amitshah BIMSTEC delhi ଆତଙ୍କବାଦ ବିରୋଧ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026

“ଭଣ୍ଡାମୀର ବି ଏକ ସୀମା ଅଛି”: ରାହୁଲଙ୍କ ଶିବ ତାଣ୍ଡବ ବୟାନ ଉପରେ ହିମନ୍ତଙ୍କ ପାଲଟା ଜବାବ

October 12, 2026

ସାମ୍ବାଦିକ ସୁଧାଂଶୁ ରାଉତ ଗିରଫ

October 12, 2026

ଓଡ଼ିଶାର ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀକୁ ନେଇ ୧୦ଟି ସ୍ଥାୟୀ ଚିତ୍ରଯୁକ୍ତ ଡାକ ମୋହର ଉନ୍ମୋଚିତ

October 12, 2026
Latest News

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026

ମା’ ଦୁର୍ଗାଙ୍କ ଆଗମନକୁ ନେଇ ଝଲସୁଛି ରେଶମ ସହର ବ୍ରହ୍ମପୁର

October 12, 2026

“ଭଣ୍ଡାମୀର ବି ଏକ ସୀମା ଅଛି”: ରାହୁଲଙ୍କ ଶିବ ତାଣ୍ଡବ ବୟାନ ଉପରେ ହିମନ୍ତଙ୍କ ପାଲଟା ଜବାବ

October 12, 2026

ସାମ୍ବାଦିକ ସୁଧାଂଶୁ ରାଉତ ଗିରଫ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.