Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»48 ଘଣ୍ଟା ପାଇଁ ନିଆଳି ବ୍ଲକର 5ଟି ପଞ୍ଚାୟତ୍‌ ସଟ୍‌ଡାଉନ୍‌
ଜାତୀୟ ଖବର

48 ଘଣ୍ଟା ପାଇଁ ନିଆଳି ବ୍ଲକର 5ଟି ପଞ୍ଚାୟତ୍‌ ସଟ୍‌ଡାଉନ୍‌

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିଆାଳି : କଟକ ଜିଲ୍ଲା ନିଆଳିରେ 6 କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ବ୍ଲକ୍‌ର 5 ପଞ୍ଚାୟତକୁ ଶଟଡାଉନ୍ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଦୃଷ୍ଟିରୁ 5ଟି ପଞ୍ଚାୟତକୁ 48 ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ।

ଆଜି ସକାଳୁ  ଗୁରୁବାର ସକାଳ ପର୍ଯ୍ୟନ୍ତ 48 ଘଣ୍ଟା ସଟ୍‌ଡାଉନ୍‌ କରାଯାଇଛି । ନିଆଳି, ନୂଆଗାଁ, ବାହାରଣା, ମାଧବ ଓ ରତନପୁର ପଞ୍ଚାୟତକୁ ସଟ୍‌ଡାଉନ୍‌ କରାଯାଇଛି । ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି 5ଟି ପଞ୍ଚାୟତର ସରପଞ୍ଚ । ନିଆଳି ମେଡିକାଲ ଓପିଡି 72 ଘଣ୍ଟା ପାଇଁ ବନ୍ଦ ନିର୍ଦ୍ଦେଶ ରହିଛି । ଚାରିଜଣ ଷ୍ଟାଫ୍‌ ଆକ୍ରାନ୍ତ ଯୋଗୁଁ ଓପିଡି ବନ୍ଦ ପାଇଁ ସିଡିଏମ୍‌ଓ ନିର୍ଦ୍ଦେଶ ଦେଇଛନ୍ତି ।

ନିଆଳି ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026
Latest News

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.