Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଝାରସୁଗୁଡାବାସୀଙ୍କୁ ନବୀନଙ୍କ ଉପହାର, ITDA ରେ ସାମିଲ ଦୁଇଟି ବ୍ଲକର ନୂଆ ନିଯୁକ୍ତିକୁ ଅନୁମୋଦନ
ରାଜ୍ୟ ଖବର

ଝାରସୁଗୁଡାବାସୀଙ୍କୁ ନବୀନଙ୍କ ଉପହାର, ITDA ରେ ସାମିଲ ଦୁଇଟି ବ୍ଲକର ନୂଆ ନିଯୁକ୍ତିକୁ ଅନୁମୋଦନ

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାରସୁଗୁଡାବାସୀଙ୍କୁ ନବୀନଙ୍କ ଉପହାର, ITDA ରେ ସାମିଲ ହେଲା ଦୁଇଟି ବ୍ଲକ

ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା — ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ ବା project administrator, ଗୋଟିଏ ସ୍ବତନ୍ତ୍ର ଅଧିକାରୀ ବା special officer, ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର , ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର , ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ।

ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି। ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରୀମେରାରେ ଏହା ୧୮.୪୬ ପ୍ରତିଶତ।

ଝାରସୁଗୁଡା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ନବୀନଙ୍କ ଏହା ହେଉଛି ପ୍ରଥମ ଉପହାର।

jharsuguda ଝାରସୁଗୁଡା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.