Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Odisha Train Accident: ରେଳବାଇ ଜାରୀ କଲା ହେଲ୍ପ ଲାଇନ-୧୩୯
ରାଜ୍ୟ ଖବର

Odisha Train Accident: ରେଳବାଇ ଜାରୀ କଲା ହେଲ୍ପ ଲାଇନ-୧୩୯

June 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Train Accident:
Odisha Train Accident: ରେଳବାଇ ଜାରୀ କଲା ହେଲ୍ପ ଲାଇନ-୧୩୯

ଭୁବନେଶ୍ବର: ବାଲେଶ୍ବର ରେଳ ଦୁର୍ଘଟଣାରେ ମୃତାହତମାନଙ୍କ ପରିବାରବର୍ଗ/ସମ୍ପର୍କୀୟ/ବନ୍ଧୁମାନଙ୍କୁ ସହଯୋଗ କରିବା ଲାଗି ଭାରତୀୟ ରେଳବାଇ ପକ୍ଷରୁ ୧୩୯ ହେଲ୍ପଲାଇନ ବ୍ୟବସ୍ଥା କରାଯାଇଛି। ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ଏକ ଦଳ ଏହି ୨୪ ଘଣ୍ଟିଆ ହେଲ୍ପଲାଇନରେ କଲ୍ କରୁଥିବା ଲୋକମାନଙ୍କୁ ଆବଶ୍ୟକ ସୂଚନା ଯୋଗାଇ ଦେବେ।

ରେଳବାଇ ଜୋନ୍ ଅଧିକାରୀ ଓ ରାଜ୍ୟ ସରକାରଙ୍କ ସହ ସମନ୍ବୟ ସ୍ଥାପନ କରି ସେମାନେ ଏହି ସୂଚନା ଦେବେ। ଏହି ସେବା ନିରନ୍ତର ଭାବେ ଜାରି ରହିବ ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଥିବା ସହାୟତା ରାଶି : ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାଧାରଣ ଆହତଙ୍କୁ ୫୦ ହଜାର ଟଙ୍କା ବିତରଣରେ ସହାୟକ ହେବ ।

ରେଳ ହେଲ୍ପଲାଇନ ୧୩୯ର ଉଦ୍ଦେଶ୍ୟ ହେଉଛି ସହାୟତା ଯୋଗାଇ ଦେବା ଏବଂ ପୀଡ଼ିତ ଯାତ୍ରୀମାନଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖଦ ସମୟରେ ସଠିକ ଓ ସନ୍ତୋଷଜନକ ସୂଚନା ଯୋଗାଇ ଦେବା ।

ଏବେ ସୁଦ୍ଧା, ରେଳବାଇ ପକ୍ଷରୁ ୨୮୫ ମାମଲା (୧୧ ମୃତକ, ୫୦ ଗୁରୁତର ଆହତ, ୨୨୪ ସାମାନ୍ୟ ଆହତ)ମାନଙ୍କୁ ୩.୨୨ କୋଟି ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦିଆଯାଇଛି । ରେଳବାଇ ୭ଟି ସ୍ଥାନ (ସୋରେ, ଖଡ଼ଗପୁର, ବାଲେଶ୍ବର, ଖନ୍ତାପଡ଼ା, ଭଦ୍ରକ, କଟକ, ଭୁବନେଶ୍ବର)ରେ ସହାୟତା ରାଶି ବିତରଣ କରାଯାଉଛି ।

odisha train accident ଟ୍ରେନ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.