Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Video News: ପୁଣି ଓଡିଶା ଆସିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି, ଯିବେ କଟକ ହସପିଟାଲ
ରାଜ୍ୟ ଖବର

Video News: ପୁଣି ଓଡିଶା ଆସିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି, ଯିବେ କଟକ ହସପିଟାଲ

June 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମମତା ବାନାର୍ଜୀ
ପୂର୍ବତନ ଟିଏମସି ବିଧାୟକଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଆକ୍ରମଣ: ବିଜେପି ଉପରେ ଅଭିଯୋଗ

କୋଲକାତା: ଆସନ୍ତାକାଲି ପୁଣି ଥରେ ଓଡିଶା ଆସିବେ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ସେ ଭୁବନେଶ୍ବରରୁ କଟକ ଯିବେ। ସେଠାରେ ଟ୍ରେନ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ପଶ୍ଚିମବଂଗର ଯାତ୍ରୀମାନଙ୍କୁ ଭେଟିବେ। ସେଠାରେ ସେ ମଧ୍ୟ ଘୋଷଣା କରିଥିବା ସହାୟତା ରାଶି ପ୍ରଦାନ କରିବେ ବୋଲି ଜଣାପଡିଛି।

ପଶ୍ଚିମବଂଗର ଯେଉଁ ଯାତ୍ରୀମାନେ ମୃତ୍ୟୁ ବରଣ କରିଛନ୍ତି ସେମାନଙ୍କ ପରିବାର ବର୍ଗଙ୍କୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏଥିସହିତ ପରିବାରର ଜଣଙ୍କୁ ହୋମ ଗାର୍ଡ ଭାବେ ନିଯୁକ୍ତି ପ୍ରଦାନ କରାଯିବ। ସେହିପରି ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କ ଏକ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର, ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଦିଆଯିବ।

https://thesamikhsya.com/odia/wp-content/uploads/2023/06/Mamata.mp4

ମମତା ଆହୁରି କହିଛନ୍ତି ଯେ, ଯେଉଁମାନେ ଆହତ ହୋଇ ନାହାଁନ୍ତି ହେଲେ ଏହି ଦୁର୍ଘଟଣାରେ ମାନସିକ ସ୍ତରରେ ଆଘତ ହୋଇଛନ୍ତି ସେମାନଙ୍କୁ ୧୦ ହଜାର ଏବଂ ଚାରି ମାସ ପାଇଁ ମାସିକୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

odishaTrainAccident ଟ୍ରେନ ଦୁର୍ଘଟଣା ମମତା ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026
Latest News

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.