Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କାର୍ଯ୍ୟକ୍ଷମ ହେବ ଓଡିଆ ବିଶ୍ବବିଦ୍ୟାଳୟ, ଚଳିତ ବର୍ଷରୁ ଆରମ୍ଭ ହେବ ପାଠପଢା
ରାଜ୍ୟ ଖବର

କାର୍ଯ୍ୟକ୍ଷମ ହେବ ଓଡିଆ ବିଶ୍ବବିଦ୍ୟାଳୟ, ଚଳିତ ବର୍ଷରୁ ଆରମ୍ଭ ହେବ ପାଠପଢା

June 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ଓଡିଆ ବିଶ୍ବବିଦ୍ୟାଳୟରେ ପାଠପାଢା ଆରମ୍ଭ ହେବ। ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ଏହାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଉଦଘାଟନ ପୂର୍ବରୁ ବିଭାଗ ନାମଲେଖା ପକ୍ରିୟା ଶେଷ କରିବ ବୋଲି ଜଣାପଡିଛି।

ପୁରୀ ସତ୍ୟବାଦୀଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2018 ମସିହା ଅକ୍ଟୋବର 9 ତାରିଖରେ ଏହାର ଶିଳାନ୍ୟାସ କରିଥିଲେ। ଏହାପରଠାରୁ ସେଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହି ବିଶ୍ବବିଦ୍ୟାଳୟରେ ନାମଲେଖା କମନ ପିଜି ଏଣ୍ଟ୍ରାନସ ଟେଷ୍ଟ ମାଧ୍ୟମରେ କରାଯିବ।

ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ବିଶ୍ବବିଦ୍ୟାଳୟରେ ତିନୋଟି ବିଷୟରେ ନାମଲେଖା ଯିବ। ତାହା ହେଲା ଓଡିଆ ଭାଷା ଓ ସାହିତ୍ୟ, ଲିଙ୍ଗ୍ୟୁଷ୍ଟିକ ଆଣ୍ଡ ନାଚୁରାଲ ଲାଙ୍ଗୁଏଜ, ଟ୍ରାଇବାଲ ଲାଙ୍ଗୁଏଜ ଆଉ ହେରିଟେଜ ଷ୍ଟଡି। ଏ ନେଇ ଖୁବ ଶିଘ୍ର ଏକ ୱେବସାଇଟ ନିର୍ମାଣ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ଓକାକକୁ ଚିଠି କରିଛି।

ଓଡିଆ ବିଶ୍ବବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲ-ଆମେରିକା ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ: ନିଶ୍ଚିତ କଲା ଗଣମାଧ୍ୟମ

March 1, 2026

ଆସନ୍ତାକାଲିଠାରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

March 1, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026

ଆଦିବାସୀ ଉନ୍ନତିକୁ ଗତି: କଳା, ସଂସ୍କୃତି ଓ ଉଦ୍ୟୋଗର ବିକାଶ ପାଇଁ ନୂତନ ପଦକ୍ଷେପ 

March 1, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.