Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଓଡିଶା ନିଯୁକ୍ତି ପର୍ବରେ ଆଜି ୧୮୧ ଜଣଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଜ୍ୟ ଖବର

ଓଡିଶା ନିଯୁକ୍ତି ପର୍ବରେ ଆଜି ୧୮୧ ଜଣଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

July 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
CMNaveen
ଓଡିଶା ନିଯୁକ୍ତି ପର୍ବରେ ଆଜି ୧୮୧ ଜଣଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୧୮୧ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିବେ। ଓଡିଶା ଲୋକସେବା ଭବନ କନଭେସନ ହଲରେ ଏହି ନିଯୁକ୍ତି ପ୍ରଦାନ କରାଯିବ। ଓଡିଶାର ନିଯୁକ୍ତି ହାର ବୃଦ୍ଧି କରିବା ପାଇଁ 5T ଅଧିନରେ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି ନିଯୁକ୍ତି ପର୍ବ। ସେଥିରେ ଏହି ନୂଆ ନିଯୁକ୍ତି ପ୍ରଦାନ କରାଯାଇଥାଏ।

ଆଜି ୧୮୧ ଜଣଙ୍କ ମଧ୍ୟରୁ ୧୦୪ ଜଣ ହେଉଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶିକ୍ଷକ ପ୍ରଶିକ୍ଷକ। ସେହିପରି ୬୨ ଜଣ ହେଉଛନ୍ତି ବିଧି ବିଭାଗର ସହକାରୀ ନିର୍ଦ୍ଦେଶକ, ୧୫ ଜଣ ହେଉଛନ୍ତି ଯୋଜନା ଓ ସଂଯୋଜନ  ବିଭାଗର ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକ।

ନବୀନ ପଟ୍ଟନାୟକ ନିଯୁକ୍ତି ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.