Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସଡକ ଦୁର୍ଘଟଣାରେ ବରିଷ୍ଠ ବିଜେପି ନେତାଙ୍କ ଦେହାନ୍ତ, ଦଳର ଶୋକ
ରାଜ୍ୟ ଖବର

ସଡକ ଦୁର୍ଘଟଣାରେ ବରିଷ୍ଠ ବିଜେପି ନେତାଙ୍କ ଦେହାନ୍ତ, ଦଳର ଶୋକ

July 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଶ୍ରୀ ମହେଶ୍ୱର ପ୍ରଧାନ ଆଜି ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ଜଣେ ସୁସଂଗଠକ ଭାବେ ପରିଚିତ ସ୍ୱର୍ଗତଃ ପ୍ରଧାନ ପୁରୀ ଜିଲ୍ଲାରେ ଦଳୀୟ ସଂଗଠନକୁ ସୁଦୃଢ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ପୁରୀ ଜିଲ୍ଲା ସତ୍ୟବାଦୀ ମଣ୍ଡଳ ସଭାପତି ଭାବେ ଦାୟୀତ୍ୱକୁ ସୂଚାରୁ ରୂପେ ନିର୍ବାହ କରିବା ପରେ ଜିଲ୍ଲା ସାଧାରଣ ସଂପାଦକ ଦାୟୀତ୍ୱକୁ ମଧ୍ୟ ସୂଚାରୁ ରୂପେ ନିର୍ବାହ କରିଥିଲେ ।

ଜିଲ୍ଲା ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବା ପରେ ସ୍ୱର୍ଗତଃ ପ୍ରଧାନ ନିଜ ଅଂଚଳର ବିକାଶ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଗୋସୁରକ୍ଷା ପାଇଁ କାର୍ଯ୍ୟରତ ସ୍ୱର୍ଗତଃ ପ୍ରଧାନ ନିଜ ଉଦ୍ୟମରେ ସତ୍ୟବାଦୀ ନିକଟରେ ଏକ ଗୋଶାଳା ପ୍ରତିଷ୍ଠା କରିଛନ୍ତି । ଜନସାଧାରଣଙ୍କ ପାଇଁ ସ୍ୱର୍ଗତଃ ପ୍ରଧାନଙ୍କ ଜନକଲ୍ୟାଣ କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇରହିବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରି କହିଛନ୍ତି ।

ସ୍ୱର୍ଗତଃ ଶ୍ରୀ ପ୍ରଧାନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ସାମଲ ଓ ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

ଦୁର୍ଘଟଣା ବିଜେପି ନେତା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.