Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Breaking News: ବିଜେଡିରୁ ବହିସ୍କୃତ ହେଲେ ସୌମ୍ୟରଂଜନ ପଟ୍ଟନାୟକଙ୍କ ସହ ଆଉ ଜଣେ ବିଧାୟକ
ରାଜ୍ୟ ଖବର

Breaking News: ବିଜେଡିରୁ ବହିସ୍କୃତ ହେଲେ ସୌମ୍ୟରଂଜନ ପଟ୍ଟନାୟକଙ୍କ ସହ ଆଉ ଜଣେ ବିଧାୟକ

September 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ବିଜେଡିରୁ ବହିସ୍କୃତ ହେଲେ ସୌମ୍ୟରଂଜନ ପଟ୍ଟନାୟକଙ୍କ ସହ ଆଉ ଜଣେ ବିଧାୟକ

ଭୁବନେଶ୍ବର: ଶେଷରେ ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ବିଜେଡି ବହିସ୍କାର କରିଛି। ଏ ନେଇ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି ବହିସ୍କାର ଆଦେଶ ପ୍ରକାଶ ପାଇଛି। ଏଥିସହିତ ରେମୁଣାର ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କୁ ମଧ୍ୟ ଦଳରୁ ବହିସ୍କାର କରାଯାଇଛି।

ଏ ନେଇ ଦଳ ତଫରରୁ ଯେଉଁ ବହିସ୍କାର ଆଦେଶ ବାହାରିଛି ସେଥିରେ କୁହାଯାଇଛି ଯେ, ସୌମ୍ୟରଂଜନ ପଟ୍ଟନାୟକଙ୍କ ବର୍ତ୍ତମାନ ଋଣ ଠକେଇ ମାମଲରେ ତଦନ୍ତ ଭୁକ୍ତ ଅଛନ୍ତି। ତାଙ୍କ ବିରୋଧରେ ସମ୍ବାଦର ପୂର୍ବତନ କର୍ମଚାରୀମାନେ ଅଭିଯୋଗ କରିଛନ୍ତି। କୋଟିକୋଟି ଟଙ୍କାର ଜାଲିଆତି ମାମଲାରେ ସେ ଜଡିତ ଥିବାରୁ ଦଳ ତାଙ୍କୁ ବହିସ୍କାର କରିଛି।

SoumyaRanjanPatnaik ସୌମ୍ୟ ରଂଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଟି-୨୦ ବିଶ୍ୱକପ୍ ମଧ୍ୟରେ ଭାରତୀୟ ଶିବିରରୁ ଖରାପ ଖବର: ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026
Latest News

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଟି-୨୦ ବିଶ୍ୱକପ୍ ମଧ୍ୟରେ ଭାରତୀୟ ଶିବିରରୁ ଖରାପ ଖବର: ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ

February 11, 2026

ଖଲିସ୍ତାନୀଙ୍କୁ ନିସ୍ତାର ନାହିଁ: ଡୋଭାଲଙ୍କ ଗସ୍ତ ପରେ SFJକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.