Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରକୁ ମିଳିଲା ପୂର୍ବାଞ୍ଚଳ ଶ୍ରେଷ୍ଠ ସ୍ମାର୍ଟ ସିଟି ପୁରସ୍କାର
ରାଜ୍ୟ ଖବର

ଭୁବନେଶ୍ବରକୁ ମିଳିଲା ପୂର୍ବାଞ୍ଚଳ ଶ୍ରେଷ୍ଠ ସ୍ମାର୍ଟ ସିଟି ପୁରସ୍କାର

September 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରକୁ ମିଳିଲା ପୂର୍ବାଞ୍ଚଳ ଶ୍ରେଷ୍ଠ ସ୍ମାର୍ଟ ସିଟି ପୁରସ୍କାର

ଭୁବନେଶ୍ବର: ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରକୁ ଶ୍ରେଷ୍ଠ ପୂର୍ବାଞ୍ଚଳ ସ୍ମାର୍ଟ ସିଟି ପୁରସ୍କାର ପ୍ରଦାନ କରିଛନ୍ତି। ମଧ୍ୟ ପ୍ରଦେଶ ଇନ୍ଦୋରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର ମେୟର ସୁଲୋଚନା ଦାସ ପୁରସ୍କାର ଗ୍ରହଣ କରିଥିଲେ।

ଏଥିସହିତ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅତିରିକ୍ତ କମିଶନର ଶୁଭେନ୍ଦୁ ସାହୁ, ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ (ବିଏସସିଏଲ୍)ର ମହାପ୍ରବନ୍ଧକ ସୁବ୍ରତ କୁମାର ବେହେରା ପୁରସ୍କାର ଗ୍ରହଣ ବେଳେ ଉପସ୍ଥିତ ଥିଲେ।

ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ସ୍ମାର୍ଟ ସିଟି ମିଶନ ଅଧୀନରେ ୨୦୧୮ରୁ ଆଇଏସ୍‌ଏସି ଆୟୋଜନ କରାଯାଉଛି। ଏହି ସମ୍ମିଳନୀରେ ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ସି. ପଟେଲ, ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ରାଷ୍ଟ୍ର ମନ୍ତ୍ରୀ କୌଶଲ କିଶୋର ଏବଂ ମଧ୍ୟପ୍ରଦେଶର ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ସିଂହଙ୍କ ସମେତ ବିଭିନ୍ନ ବ୍ୟକ୍ତି ଯୋଗ ଦେଇଥିଲେ।

bhubaneswar smartcity ବିଏମସି ଭୁବନେଶ୍ବର ସୁଲୋଚନା ଦାସ ସ୍ମାର୍ଟ ସିଟି
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.