Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରରେ ଆରମ୍ଭ ହେଲା ବିଜେଡିର ଜନସଂପର୍କ ପଦଯାତ୍ରା, ଯୋଗଦେଲେ ନବୀନ
ରାଜ୍ୟ ଖବର

ଭୁବନେଶ୍ବରରେ ଆରମ୍ଭ ହେଲା ବିଜେଡିର ଜନସଂପର୍କ ପଦଯାତ୍ରା, ଯୋଗଦେଲେ ନବୀନ

October 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଛି ବିଜେଡିର ଜନସଂପର୍କ ପଦଯାତ୍ରା। ଭୁବନେଶ୍ବରର ବରଗଡର ୱାର୍ଡ ନମ୍ବର ୫୭ ର ନେତାଜୀ ପଡିଆରୁ ଏହି ପଦଯାତ୍ରାର ଆୟୋଜନ କରାଯାଇଥିଲା। ଏଥିରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କର୍ମିମାନଙ୍କୁ ଲୋକଙ୍କ ସହିତ ରହିବାକୁ ଆହ୍ବନ ଦେଇଥିଲେ।

ଏହି ପଦଯାତ୍ରାରେ ବିଜେଡି ସାଂସଦ ଅମର ପଟ୍ଟନାୟକ, ଦେବୀ ମିଶ୍ର, ସୁଲତା ଦେଓ, ସୁଲୋଚନା ଦାସ, ଅଶୋକ ପଣ୍ଡା, ଅନନ୍ତନାରାୟଣ ଜେନା, ଶ୍ରୀମୟୀ ମିଶ୍ର, ଡ ପ୍ରସନ୍ନ ପାଟ୍ଟଶାଣୀ ପ୍ରମୁଖ ବହୁ ନେତା ଯୋଗଦେଇଥିଲେ। ଏହି ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ରଖିଥିଲେ।

ପଦଯାତ୍ରା ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Latest News

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.