Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଗୋଟିଏ ଦିନ ପୂର୍ବରୁ ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେସନ
ରାଜ୍ୟ ଖବର

ଗୋଟିଏ ଦିନ ପୂର୍ବରୁ ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେସନ

October 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଟିଏ ଦିନ ପୂର୍ବରୁ ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେସନ

ଭୁବନେଶ୍ବର: ଗୋଟିଏ ଦିନ ପୂର୍ବରୁ ଶେଷ ହୋଇଛି ବିଧାନସଭାର ମୌସୁମୀ ଅଧିବେସନ। ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେସନ ଆସନ୍ତାକାଲି ବା ବୁଧବାରରେ ଶେଷ ହେବାର ଥିଲା। ହେଲେ ବାଚସ୍ପତି ଗୋଟିଏ ଦିନ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି।

ଚଳିତ ମୌସୁମୀ ଅଧିବେସନେର ଅତିରିକ୍ତ ବ୍ୟୟ ମଂଜୁରୀ ବିଲ ସହିତ ୧୨ଟି ବିଲ୍‌ ପାରିତ ହୋଇଛି। ଏଥର ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ବିଧାନସଭାରେ ଆଗତ କରିଥିଲେ। ଯାହା ପାରିତ ହୋଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ମନ୍ତବ୍ୟ ରଖି କହିଥିଲେ ଯେ, ଏଥର ମୌସୁମୀ ଅଧିବେସନକୁ ସଠିକ ଭାବେ ପରିଚାଳନା କରାଯାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ବିଶେଷ କରି ବାଚସ୍ପତି ଏବଂ ଉପବାଚସ୍ପତିଙ୍କୁ ଧନ୍ୟବାଦ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିସହିତ ସେ ଗଣମାଧ୍ୟମ ଏବଂ ଅଫିସରଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି। ଏଥର ଅଧିବେସନକୁ ପ୍ରଥମ ଥର ପାଇଁ ପ୍ରମିଳା ମଲ୍ଲିକ ବାଚସ୍ପତି ହୋଇ ଗୃହ ପରିଚାଳନା କରିଥିଲେ।

ଅତିରିକ୍ତ ବଜେଟ ବିଧାନସଭା ମୌସୁମୀ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Latest News

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.