Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେସନ, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି
ରାଜ୍ୟ ଖବର

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେସନ, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି

November 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେସନ, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ବିଧାନସଭା ଆରମ୍ଭ ପରେ ଆଗତ ହୋଇଥିଲା ଶୋକ ପ୍ରସ୍ତାବ। ଏଥିରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି , ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାଶ, ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର, ୬୨୦ ଇ.ଏମ. ଇ. ବାଟାଲିୟନ ସରୋଜ କୁମାର ଦାସ,ପୂର୍ବତନ କନେଷ୍ଟବଳ, ୨୦୬କୋବ୍ରା ବାଟାଲିୟନ, ବି. ଏସ. ଏଫ ପ୍ରକାଶ ଚନ୍ଦ୍ର ସିଆଲଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଥିଲେ ମୁଖ୍ୟମନ୍ତ୍ରୀ ।

ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳର ମୁଖ୍ୟ ସଚେତ ମୋହନ ମାଝୀ ସମର୍ଥନ ଜଣାଇଥିଲେ। ଏହା ପରେ କଂଗ୍ରେସ ଦଳର ବରିଷ୍ଠ ନେତା ନରସିଂହ ମିଶ୍ର ଶୋକ ପ୍ରସ୍ତାବକୁ ସମର୍ଥନ ଦେବା ସହ ସେ ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତିଙ୍କ ସ୍ମୃତି ଚାରଣ କରିଥିଲେ।

ପରେ ସିପିଆଇ ନେତା ମଧ୍ୟ ଏହି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ଏହା ପରେ ୧ ମିନିଟ ନିରବ ପ୍ରର୍ଥନା କରାଯାଇଥିଲା। ପରେ ଆସନ୍ତାକାଲି  ବାଚସ୍ପତି ପ୍ରମିଳା ମଲ୍ଲିକ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହ କାର୍ଯ୍ୟକୁ ଆସନ୍ତାକାଲି ଦିନ ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି।

assembly ବିଧାନସଭା ଶୀତ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.