Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରରେ ବାତ୍ୟାର ପ୍ରଭାବ, ଚାରୋଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରୀ
ରାଜ୍ୟ ଖବର

ଭୁବନେଶ୍ବରରେ ବାତ୍ୟାର ପ୍ରଭାବ, ଚାରୋଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରୀ

December 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ବାତ୍ୟାର ପ୍ରଭାବ, ଚାରୋଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରୀ

ଭୁବନେଶ୍ବର: ଆଜି ରାଜଧାନୀରେ ବାତ୍ୟା ମିଗଜୋମର ପ୍ରଭାବ ପରିଲକ୍ଷିତ ହୋଇଛି। ଆଜି ଭୁବନେଶ୍ବର ସକାଳୁ ପାଗ ମେଘୁଆ ରହିବା ପରେ ବର୍ଷା ପରିଲକ୍ଷିତ ହୋଇଥିଲା। ବର୍ତ୍ତମାନ ରାଜଧାନୀର ସମସ୍ତ ସ୍ଥାନରେ ଝିପଝିପ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାର ଜଣାପଡିଛି।

ତେବେ ବାତ୍ୟାର ପ୍ରଭାବକୁ ଲକ୍ଷ୍ୟ ରଖି ଭୁବନେଶ୍ବର ପାଣିପାଗ ବିଭାଗ ଚାରୋଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି। ସେହି ଜିଲ୍ଲାଗୁଡିକ ହେଲା ନୂଆପଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲା। ଆଗାମୀ ୨୪ ଘଣ୍ଟା ପାଇଁ ଦକ୍ଷିଣ ଓଡ଼ିଶାର ଏହି ଜିଲ୍ଲାଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି) ସମ୍ଭାବନା ପାଇଁ ୟେଲୋ ଚେତବନୀ ଜାରି କରାଯାଇଛି।

ସେପଟେ ବାତ୍ୟା ମିଗଜୋମ ଦୁର୍ବଳ ହୋଇ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳ ଅଂଚଳରେ ଗଭୀର ଅବପାତ ଭାବେ କେନ୍ଦ୍ରୀଭୂତ ରହିଛି। ଏହା ଉତ୍ତର ଆଡକୁ ଗତିକରିବା ସହ ଆଗାମୀ ୬ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଅବପାତ ଏବଂ ପରବର୍ତୀ ୬ଘଣ୍ଟାରେ ସୁଦୃଶଃ-ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

bhubaneswar ବର୍ଷା ବାତ୍ୟା ବାତ୍ୟା ବର୍ଷା ବାତ୍ୟା ମିଗଜୋମ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.