Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସାଂସଦଙ୍କ ନିଲମ୍ବନ ପ୍ରତିବାଦରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କଲା କଂଗ୍ରେସ
ରାଜ୍ୟ ଖବର

ସାଂସଦଙ୍କ ନିଲମ୍ବନ ପ୍ରତିବାଦରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କଲା କଂଗ୍ରେସ

December 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାଂସଦଙ୍କ ନିଲମ୍ବନ ପ୍ରତିବାଦରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କଲା କଂଗ୍ରେସ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତୃବୃନ୍ଦ, କର୍ମୀ ଏବଂ ଶୁଭେଚ୍ଛୁ କେନ୍ଦ୍ର ବିଜେପି ସରକାରର ଇଣ୍ଡିଆମେଂଟର ବିରୋଧି ୧୪୬ ସାଂସଦଙ୍କ ନିଲମ୍ବନ ପ୍ରତିବାଦ, ଗଣତନ୍ତ୍ରର ହତ୍ୟା ଏବଂ ଗଣତାନ୍ତ୍ରିକ ବିଧିବ୍ୟବସ୍ଥା ପ୍ରତି ସାମାନ୍ୟତମ ନିଷ୍ଠା ଓ ସମ୍ମାନ ନଥିବାକୁ ପ୍ରତିବାଦ କରି ମହାମହୀମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଉପଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ।

ତୁରନ୍ତ ସାଂସଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରାଯାଉ ଏବଂ ସଂସଦୀୟ ଗଣତାନ୍ତ୍ରୀକ ପରମ୍ପରା ଅକ୍ଷୁର୍ଣ୍ଣ ରଖିବା ଉଦ୍ଦେଶ୍ୟରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଅଛି । ଆଜିର ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ସୁବ୍ରତ ମହାପାତ୍ର, ରଜତ ଚୌଧୁରୀ, ଅଶୋକ ଦାସ, ଆଶିଷ ମଲ୍ଲିକ, ପ୍ରଶାନ୍ତ ଚମ୍ପତି, ମୋହନ ଜେନା, ପ୍ରସନ୍ନ ନାୟକ, ରଜନୀ ମହାନ୍ତି, ମିହିର ଆଚାର୍ଯ୍ୟ, ଅଜୟ ସାହୁ, ଅକ୍ଷୟ ଦାସ, ପ୍ରଭାତ ପ୍ରତାପି ସିଂ, ସଙ୍ଗିତା ମିଶ୍ର, ମହମ୍ମଦ ଗୁଲଫାମ, ପୁଷ୍ପିତା ଦାସ, ସଂକୁନା କହଁର, ଜୟଶ୍ରୀ ପାତ୍ର, ସୌମେନ୍ଦ୍ର ମହାନ୍ତି, ଶ୍ରେୟା ପଣ୍ଡା, ଗୀତାଞ୍ଜଳି ମହାନ୍ତି, ସମିର ରାଉତ, ରାକେଶ ମହାନ୍ତି, ମନୋଜ ସାହୁ, ଏସକ୍‌କେ ତାକୱିମ୍ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ ।

 

ଜିଲ୍ଲା କଂଗ୍ରେସ ଭୁବନେଶ୍ବର କଂଗ୍ରେସ ସାଂସଦ ନିଲମ୍ବନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.