Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମକର ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା
ରାଜ୍ୟ ଖବର

ମକର ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

January 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମକର ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ବର: ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି।

ଏହି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଟୁଇଟ ଯୋଗେ ସେ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି।

ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.