Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଫେବୃଆରୀ ୫ରୁ ଆରମ୍ଭ ହେବ ଓଡିଶା ବିଧାନସଭା, ଘଟିବ ଦୁଇଟି ଗୁରୁତ୍ବପୂର୍ଣ୍ଣ ଘଟଣା
ରାଜ୍ୟ ଖବର

ଫେବୃଆରୀ ୫ରୁ ଆରମ୍ଭ ହେବ ଓଡିଶା ବିଧାନସଭା, ଘଟିବ ଦୁଇଟି ଗୁରୁତ୍ବପୂର୍ଣ୍ଣ ଘଟଣା

January 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫେବୃଆରୀ ୫ରୁ ଆରମ୍ଭ ହେବ ଓଡିଶା ବିଧାନସଭା, ଘଟିବ ଦୁଇଟି ଗୁରୁତ୍ବପୂର୍ଣ୍ଣ ଘଟଣା

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ସେ ନେଇ ଆଜି ବିଧାନସଭା ସଚିବାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ଏହି ଅଧିବେଶନ ଫେବୃଆରୀ ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାଯାଇଛି।

ତେବେ ଏହି ଅଧିବେସନରେ ଦୁଇଟି ନୂଆ କଥା ହେବ। ପ୍ରଥମତଃ ଏହି ଅଧିବେସନ ଷୋଡଶ ବିଧାନସଭାର ଶେଷ ଅଧିବେଶନ ହେବ। ଫେବୃଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ତାଙ୍କର ପ୍ରଥମ ଅଭିଭାଷଣ ରଖିବେ।ସେ ରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ ଏହାହେବ ତାଙ୍କର ପ୍ରଥମ ଭାଷଣ।

ବିଜ୍ଞପ୍ତି ଅନୁସାରେ ଫେବୃଆରୀ ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତାପୂର୍ବରୁ ପୂର୍ଣ୍ଣାଙ୍କ ବଜେଟ ବଦଳରେ କାମଚଳା ବଜେଟ ଆଗତ କରାଯିବ।

assembly ବଜେଟ ଅଧିବେସନ ବିଧାନସଭା ବିଧାନସଭା ବଜେଟ ଅଧିବେସନ ଶେଷ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026
Latest News

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.