Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ରାଜ୍ୟ ଖବର

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

February 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି।

ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

SadhuMeher
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.