Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ପ୍ରଦୁମ୍ନ ଶତପଥୀଙ୍କୁ ସମ୍ବର୍ଦ୍ଧନା
ରାଜ୍ୟ ଖବର

‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ପ୍ରଦୁମ୍ନ ଶତପଥୀଙ୍କୁ ସମ୍ବର୍ଦ୍ଧନା

February 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
'ସଂସ୍କୃତି ଓ ସଂସ୍କୃତି' ପକ୍ଷରୁ ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ପ୍ରଦୁମ୍ନ ଶତପଥୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡିଶା ସରକାରଙ୍କ ପକ୍ଷରୁ ରାଜଧାନୀରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଥିବାରୁ ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଏହାକୁ ଅଭିନନ୍ଦନ ଜ୍ଞାପନ କରାଯାଇଛି।

ଏହି ଅବସରରେ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ଏକ ସ୍ୱତନ୍ତ ଉତ୍ସବରେ ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ବାଗ୍ନୀ ପ୍ରଦୁମ୍ନ ଶତପଥୀଙ୍କୁ ତାଙ୍କର ଅବଦାନ ପାଇଁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

ଓଡ଼ିଆ ଭାଷାର ଉନ୍ନତି ପାଇଁ ଦାବି କରି ଶ୍ରୀ ଶତପଥୀଙ୍କ ନେତୃତ୍ୱରେ ଦୀର୍ଘ 878 ଦିନ ଧରି କଳା ପତାକା ପଟୁଆର ଅନୁଷ୍ଠିତ ହୋଇଥିଲା।

ସମ୍ବର୍ଦ୍ଧନା ଉତ୍ସବରେ ସଂସ୍କୃତି ଓ ସଂସ୍କୃତି ର ସଭାପତି ପ୍ରଦୋଷ ପଟ୍ଟନାୟକ , ସମ୍ପଦକ ଦିଲ୍ଲୀପ ହାଲି, ମହାବୋଧି ସୋସାଇଟି ର ସମ୍ପାଦକ ଡ଼ ସୌରେନ୍ଦ୍ର ମହାପାତ୍ର ପ୍ରମୁଖ ବକ୍ତବ୍ୟ ରଖି ରାଜ୍ୟ ସରକାର ଙ୍କ ପ୍ରୟାସ କୁ ପ୍ରଶଂସା କରିବା ସଙ୍ଗେ ସଙ୍ଗେ ଶ୍ରୀ ଶତପଥୀଙ୍କୁ ତାଙ୍କର ଅବଦାନ ପାଇଁ ସମ୍ବର୍ଦ୍ଧତ କରିଥିଲେ।

ସମ୍ବର୍ଦ୍ଧନାର ଉତ୍ତର ଦେଇ ଶ୍ରୀ ଶତପଥୀ ସଂସ୍କୃତି ଓ ସଂସ୍କୃତି କୁ ଧନ୍ୟବାଦ ଜଣାଇ ଓଡ଼ିଆ ଭାଷାର ସମୃଦ୍ଧି କାମନା କରିଥିଲେ। ପ୍ରଯୋଜକ ଲୁଟୁ ମହାନ୍ତି ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ରବୀନ୍ଦ୍ର ବିଶ୍ୱାଳ ଓ ମଣ୍ଟୁ ମହଲା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026

ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ରିପୋର୍ଟ ଦେଲା କମିଟି, ଏଥିରେ ଅଛି..

September 21, 2026
Latest News

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026

ସମ୍ଭାବ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କା: ପ୍ରସ୍ତୁତି ଓ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

September 21, 2026

ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ରିପୋର୍ଟ ଦେଲା କମିଟି, ଏଥିରେ ଅଛି..

September 21, 2026

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.