Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ
ରାଜ୍ୟ ଖବର

ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

February 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବ ଷୋଡଶ ବିଧାନସଭାର ୧୫ତମ ଅଧିବେଶନ।ଏହା ହେବ ଶେଷ ଅଧିବେସନ। ଏଥିରେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ କାମଚଳା ବଜେଟ ଉପସ୍ଥାପନା କରିବେ। ତା ପୂର୍ବରୁ ଆଜି ମନ୍ତ୍ରୀ ପରିଷଦ ବୈଠକରେ ଏହା ପାରିତ ହେବ।

ସେହିପରି ବିଧାନସଭା କାର୍ଯ୍ୟ ସୁରୁଖୁରୁରେ ଚଳାଇବା ପାଇଁ ଆଜି ବାଚସ୍ପତି ପ୍ରମିଳା ମଲ୍ଲିକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକ ଆଜି ସନ୍ଧ୍ୟା ୬ଟା ୩୦ରେ ବିଧାନସଭାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆୟୋଜିତ ହେବ। ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ।

budget Odisha Budget ବିଧାନସଭା ଶେଷ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ନୀତିଶ କୁମାରଙ୍କ ଶେଷ କ୍ୟାବିନେଟ ବୈଠକ!: ଜାଣନ୍ତୁ କ’ଣ କହିଲେ ବିହାର ମୁଖ୍ୟମନ୍ତ୍ରୀ?

April 14, 2026

ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା: ପ୍ରତ୍ରିକ୍ରିୟା ପ୍ରକାଶ କଲେ ସମସ୍ତ ରାଜନୈତିକ ଦଳ

April 14, 2026

ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଏଚ୍‌ଓଡି

April 14, 2026

ବୟସ ୪୦, କିନ୍ତୁ ଏବେ ବି କାହିଁକି ଅବିବାହିତା?: କାରଣ କହିଲେ ଶକ୍ତି ମୋହନ 

April 14, 2026
Latest News

ନୀତିଶ କୁମାରଙ୍କ ଶେଷ କ୍ୟାବିନେଟ ବୈଠକ!: ଜାଣନ୍ତୁ କ’ଣ କହିଲେ ବିହାର ମୁଖ୍ୟମନ୍ତ୍ରୀ?

April 14, 2026

ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା: ପ୍ରତ୍ରିକ୍ରିୟା ପ୍ରକାଶ କଲେ ସମସ୍ତ ରାଜନୈତିକ ଦଳ

April 14, 2026

ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଏଚ୍‌ଓଡି

April 14, 2026

ବୟସ ୪୦, କିନ୍ତୁ ଏବେ ବି କାହିଁକି ଅବିବାହିତା?: କାରଣ କହିଲେ ଶକ୍ତି ମୋହନ 

April 14, 2026

ଆଜି ଦଶମ ଶ୍ରେଣୀ ଫଳାଫଳ ପ୍ରକାଶ କରିବ CBSE ବୋର୍ଡ?: ଏହି ସରଳ ଉପାୟରେ ଦେଖନ୍ତୁ ମାର୍କସିଟ୍

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.