Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୫ ହଜାର ଟଙ୍କାକୁ ବୃଦ୍ଧି ହେଲା ଜନଜାତି ଛାତ୍ରୀ ନିବାସ ମାଟ୍ରନମାନଙ୍କ ପାରିଶ୍ରମିକ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୫ ହଜାର ଟଙ୍କାକୁ ବୃଦ୍ଧି ହେଲା ଜନଜାତି ଛାତ୍ରୀ ନିବାସ ମାଟ୍ରନମାନଙ୍କ ପାରିଶ୍ରମିକ

February 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନ ମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତି ନେଇଛନ୍ତି।

ଏତଦ୍ ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ୍ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ।

ସେହିପରି ୬୦ ବର୍ଷ ରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏଥି ପାଇଁ ରାଜ୍ୟସରକାର ସରକାରଙ୍କର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ ଖର୍ଚ୍ଚ କରିବେ।

naveen pattanaik
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025

ବ୍ୟାଟେରୀ ମିନେରାଲ୍ସ ଭାଲ୍ୟୁଚେନ୍ ଉପରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ

September 9, 2025
Latest News

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.