Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କଦଳୀଗଡ ସ୍ନାତକ ମହାବିଦ୍ୟାଳୟରେ ଏଡସ୍ ସଚେତନତା ଶିବିର
ରାଜ୍ୟ ଖବର

କଦଳୀଗଡ ସ୍ନାତକ ମହାବିଦ୍ୟାଳୟରେ ଏଡସ୍ ସଚେତନତା ଶିବିର

March 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲ୍ ବ୍ଲକ୍ କଦଳୀଗଡ ଠାରେ ଥିବା ଅର୍ଜୁନ ଡିଗ୍ରୀ ମହାବିଦ୍ୟାଳୟ ଠାରେ ରେଡ୍ ରିବନ୍ କ୍ଲବ୍ ତରଫରୁ ଏଚ୍ ଆଇ ଭି ଏଡସ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।

ଏହି ସଚେତନତା କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବରେ ଶମ୍ଭୁପ୍ରସାଦ ଗଡତିଆ, ସମ୍ମାନୀତ ଅତିଥି ଭାବରେ ବ୍ରୁଷକେତୁ ପ୍ରଧାନ ପ୍ରମୁଖ ଯୋଗଦେଇ ଏଡସ୍ ସଂପର୍କରେ ଵକ୍ତବ୍ୟ ରଖିଥିଲେ।

କଲେଜର ଛାତ୍ର ଛାତ୍ରୀମାନେ କଦଳୀଗଡ ଗ୍ରାମ ପରିକ୍ରମା କରିବା ସହ ଏଡସ୍ ସଂପର୍କରେ ସଚେତନତା ପାଇଁ ସ୍ଲୋଗାନ୍ ମାନ ଦେଇଥିଲେ। କଲେଜର ଅଧ୍ୟାପକ ବୈନେତେୟ ସାହୁ, ସୁଦର୍ଶନ ଷଣ୍ଢ, ଅଧ୍ୟାପିକା ବିସ୍ମିତା ମହାକୁଡ, ଅସୀମା ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ସ୍ନାତକ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.