Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଲଖନପୁର ନୌକା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ମୃତକଙ୍କ ପରିଜନଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା
ରାଜ୍ୟ ଖବର

ଲଖନପୁର ନୌକା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ମୃତକଙ୍କ ପରିଜନଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା

April 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତି ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଘଟଣା ସ୍ଥଳରେ RDC ଝାରସୁଗୁଡା ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ SRC ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ ଜଣ ସ୍କ୍ୟୁବା ଓ ୨ ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି।

ସୂଚନାଯୋଗ୍ୟ ଯେ, ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଅମ୍ବାଭୋନା ବ୍ଲକର ପଥର ସେନିକୁ ଯାଉଥିଲେ।

ଅନୁକମ୍ପାମୂଳକ ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.