Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ରଥ ଯାତ୍ରା ପାଇଁ କଲେ ନିମନ୍ତ୍ରଣ
ରାଜ୍ୟ ଖବର

ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ରଥ ଯାତ୍ରା ପାଇଁ କଲେ ନିମନ୍ତ୍ରଣ

June 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି।

ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥ ଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି। ଶପଥ ଗ୍ରହଣ ଉତ୍ସବ କୁ ପ୍ରଧାନମନ୍ତ୍ରୀ ନିଜେ ଆସି ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ପ୍ରକାଶ କରିଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି।

ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆ ଯାଇଥିଲା। ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ର ମନ୍ତ୍ରୀ ମାନଙ୍କୁ ମଧ୍ୟ ରଥ ଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲେ।

RathYatra2024 କନକ ବର୍ଦ୍ଧନ ସିଂହଦେଓ ଜଗଦୀପ ଧନକଡ ଦୌପଦୀ ମୁର୍ମୁ ପ୍ରଭାତୀ ପରିଡା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026

ଗଞ୍ଜାମ ହାଜତ ମୃତ୍ୟୁ ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 3, 2026

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026
Latest News

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.