Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଏଣିକି ସରକାରୀ ଜମିରୁ ହଟିବ ଜବରଦଖଲ: ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ଏଣିକି ସରକାରୀ ଜମିରୁ ହଟିବ ଜବରଦଖଲ: ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.