Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ରାଜ୍ୟ ଖବର

ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଅଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପାର୍ଲ୍ୟାମେଣ୍ଟର ବିଭିନ୍ନ ଗୃହର ସଦସ୍ୟ ଥିବା ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀ ଏବଂ ବିଧାୟକ ମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୮ ମସିହା ଆଜିର ଦିନରେ ଏହି ସର୍ବମାନ୍ୟ ମହାନ୍ ଜନନାୟକ ସ୍ଵର୍ଗାରୋହଣ କରିଥଲେ।

ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସମେତ, ବିଧାୟକମାନେ ଉପସ୍ଥିତ ଥିଲେ।

ଅଟଳ ବିହାରୀ ବାଜପେୟୀ ପୂର୍ବତନ ପ୍ରଧାନମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ ଶ୍ରାଦ୍ଧ ବାର୍ଷିକୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.