Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରରେ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪, ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମର ନୃତ୍ୟ
ରାଜ୍ୟ ଖବର

ଭୁବନେଶ୍ବରରେ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪, ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମର ନୃତ୍ୟ

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪, ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମର ନୃତ୍ୟ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି। ଶନିବାର ସନ୍ଧ୍ୟା ରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟନ କରିଛନ୍ତି।

ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।

ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ।

ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢ଼େଙ୍କାନାଳ, ମୟୁରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ,ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ମାଲକାନଗିରି ଓ କୋରାପୁଟ।

ଚଳିତ ବର୍ଷ ଅନେକ ନୂତନ ଡ଼ିଜାଇନର ଦୀପ, ଫୁଲଦାନୀ, ଗୃହସଜ୍ଜା ସାମଗ୍ରୀ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ମାଟି ଉପକରଣ ଏହି ମେଳାରେ ପ୍ରଦର୍ଶିତ ହୋଇଛି।

ଟେରାକୋଟା
Share. Facebook Twitter LinkedIn Email WhatsApp Copy Link

Related Posts

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ମମତା ବାନାର୍ଜୀଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ: ମହିଳା ଅଟକ

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.