Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆମନ୍ତ୍ରଣ
ରାଜ୍ୟ ଖବର

ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆମନ୍ତ୍ରଣ

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲାର ଅନ୍ୟ ଏକ ପରିଚୟ “ମଣ୍ଡେଇ” ପର୍ବ। ଜିଲ୍ଲାର ସାଂସ୍କୃତିକ ଏବଂ ସାମାଜିକ ପରମ୍ପରାର ଗୁରୁତ୍ଵକୁ ବହନ କରେ ମଣ୍ଡେଇ। ଆସନ୍ତା ୦୬/୧୨/୨୪ ରୁ ୧୦/୧୨/୨୪ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ମହୋତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ଆମନ୍ତ୍ରଣ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ।

ଏହି ଅବସରରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭତ୍ରା ଏବଂ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ। ମଣ୍ଡେଇ ପର୍ବ ନବରଙ୍ଗପୁର ଜିଲ୍ଲାର ସମୃଦ୍ଧ ଲୋକ ସଂସ୍କୃତି ଓ ଅନ୍ୟାନ୍ୟ ବିଭବ ଗୁଡ଼ିକୁ ରାଜ୍ଯ ଏବଂ ଜାତୀୟ ସ୍ତରରେ ଲୋକଲୋଚନକୁ ଆଣିବାର ଏକ ପ୍ରୟାସ।

ମଣ୍ଡେଇ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026
Latest News

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.